ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ: ପେଟ୍ରୋଲ ପମ୍ପ ସମ୍ମୁଖରେ ଧାରଣାରେ ବସିଲେ କର୍ମୀ
ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ପ୍ରତିବାଦ: ପେଟ୍ରୋଲ ପମ୍ପ ସମ୍ମୁଖରେ ଧାରଣାରେ ବସିଲେ କର୍ମୀ ଭୁବନେଶ୍ୱର (ଏନ.ଏମ୍.): ଦେଶରେ ଗତ ୧୩ ମାସ ଭିତରେ ପେଟ୍ରୋଲ ଦର ୨୫ ଟଙ୍କା ୭୨ ପଇସା ଓ ଡିଜେଲ ଦର ୨୩ ଟଙ୍କା ୯୩ ପଇସା ବୃଦ୍ଧି ପାଇଛି । ତେବେ ଗତ ୫ ମାସ ମଧ୍ୟରେ ୪୩ ଥର ତୈଳ ଦର ବୃଦ୍ଧି ପାଇବା ଯୋଗୁଁ ଦେଶବାସୀ ନାହିଁ ନଥିବା ହଇରାଣ ହେଉଛନ୍ତି । ଏମିତିକି ଦେଶର…
