ବାତ୍ୟା ‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା
ବାତ୍ୟା ‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା ଭୁବନେଶ୍ୱର (ଏନ୍.ଏମ୍.) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ୩୩ପ୍ରତିଶତ ବା ତାଠାରୁ ଅଧିକ ଫସଲ କ୍ଷତି ସହିଥିବା ଛୋଟ ଓ ନାମମାତ୍ର ଚାଷୀଙ୍କ ପାଇଁ ଇନପୁଟ ସହାୟତା ଘୋଷଣା କରିଥିବା ବେଳେ ୩୩ପ୍ରତିଶତ ବା ଅଧିକ କ୍ଷତି ସହିଥିବା ଛୋଟ ଓ ନାମମାତ୍ର ଚାଷୀଙ୍କ ସ୍ୱଳ୍ପ ମିଆଦୀଋଣ ମଧ୍ୟମ…
