ଆରପାରିରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ
ଆରପାରିରେ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଭୁବନେଶ୍ୱର(ଏନ୍.ଏମ୍.): ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଆଜି ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ବିଜୟଶ୍ରୀଙ୍କ ନିକଟ ସମ୍ପର୍କୀୟଙ୍କ ସୂଚନା ଦେଇଥିବା ଉକ୍ତ ହସ୍ପିଟାଲ ପକ୍ଷରୁ ମଧ୍ୟ ସ୍ପଷ୍ଟ କରାଯାଇଛି । ତେବେ ସେ ମସକ ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିଲେ । ଜ୍ୱରରେ ପୀଡ଼ିତ ହେବା…
