ଡିସେମ୍ବରରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି!
ଡିସେମ୍ବରରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି! #ଭୁବନେଶ୍ୱର(ଏନ୍.ଏମ୍.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ ବୋଲି ଜଣାପଡ଼ିଛି । ଡିସେମ୍ବର ମାସର ଶେଷ ସୁଦ୍ଧା ମୋଦିଙ୍କର ଓଡ଼ିଶା ଗସ୍ତ ସମ୍ଭାବନା ରହିଛି ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଆଜି ସୂଚନା ଦେଇଛନ୍ତି । ମୋଦିଙ୍କ ଓଡ଼ିଶା ଗସ୍ତ ସୂଚୀରେ ସମ୍ବଲପୁରରେ ୩ଟି ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି । ପ୍ରଧାନମନ୍ତ୍ରୀ ଓଡ଼ିଶାରେ ଗସ୍ତରେ ସମ୍ବଲପୁରରେ ଥିବା ୩ଟି ସରକାରୀ କାର୍ଯ୍ୟକ୍ରମରେ…
