ଘୋଷଣା କଲା ମାଇକ୍ରୋସଫ୍ଟ: ଇତିହାସ ପାଲଟିବ ଇଣ୍ଟରନେଟ ଏକ୍ସପ୍ଲୋରର
ନୂଆଦିଲ୍ଲୀ (ଏଜେନ୍ସି): କାଳର ପରିବର୍ତ୍ତନରେ ଇତିହାସ ପାଲଟିବ ଇଣ୍ଟରନେଟ ଏକ୍ସପ୍ଲୋରର । ଏହି ୱେବ୍ ବ୍ରାଉଜର ଆସନ୍ତା ୨୦୨୨ମସିହାରେ ବନ୍ଦ ହୋଇଯିବ । ମାଇକ୍ରୋସଫ୍ଟ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି । ୨୦୨୧ ମସିହା ଜୁନରେ ଇଣ୍ଟରନେଟ୍…
