୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ସମବାୟ ବ୍ୟାଙ୍କ ସଭାପତି
୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ସମବାୟ ବ୍ୟାଙ୍କ ସଭାପତି #ଭୁବନେଶ୍ୱର(ଏନ୍.ଏମ୍.): ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଟି. ପ୍ରସାଦ ରାଓ ଦୋରା ଆମ ଓଡ଼ିଶା ନବୀନ ଓଡିଶା ଓ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଭେଟି ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ଶ୍ରୀ ଦୋରା ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କର କାର୍ଯଧାରା ସମ୍ବନ୍ଧରେ ଅବଗତ କରିବା ସହ ଚାଷୀଙ୍କୁ ଋଣ ବଣ୍ଟନ ସମ୍ବନ୍ଧରେ ଜଣାଇଥିଲେ । ଏହି ଅବସରରେ ଓଡ଼ିଶା ରାଜ୍ୟ…
