Nishkarsha

ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଭର୍ତ୍ତୃହରି ମହତାବ

ବିଜେଡିରୁ ଇସ୍ତଫା ଦେଲେ ସାଂସଦ ଭର୍ତ୍ତୃହରି ମହତାବ ‘ଦଳଠାରୁ ଦୂରେଇ ଗଲେ ପ୍ରଖର କାମ କରିପାରିବି’ #କଟକ(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ପାଇଁ ରାଜନୈତିକି ଶିବିରରେ ଦୁନ୍ଦୁଭି ବାଜୁଥିବାବେଳେ ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବ ବିଜେଡିରୁ ଇସ୍ତଫା ଦେବା ରାଜନୈତିକ ସମୀକ୍ଷକଙ୍କ ଅଙ୍କକୁ ସତେ ଯେମିତି ବିଗାଡ଼ି ଦେଇଛି । ହଠାତ ଶ୍ରୀ ମହତାବ ଇସ୍ତଫା ଦେବା ପରେ ରାଜନୈତିକ ପାଣିପାଗ କେଉଁ ଆଡ଼କୁ ଯାଉଛି ତାହାକୁ ଦେଖିବାକୁ ବାକି ରହିଲା । ଏହି ଅବସରରେ ଭର୍ତ୍ତୃହରି ମହତାବ…

Read More

ଓଡ଼ିଶା ସାଧାରଣ ନିର୍ବାଚନ: ଭାଙ୍ଗିଲା ବିଜେଡି-ବିଜେପି ମେଣ୍ଟ ଆଶା

ଓଡ଼ିଶା ସାଧାରଣ ନିର୍ବାଚନ: ଭାଙ୍ଗିଲା ବିଜେଡି-ବିଜେପି ମେଣ୍ଟ ଆଶା ଏକାକୀ ଲଢ଼ିବାକୁ ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି #ଭୁବନେଶ୍ୱର(ଏନ୍‌.ଏମ୍‌.): ଓଡ଼ିଶାରେ ସାଧାରଣ ନିର୍ବାଚନ ଏବଂ ବିଜେଡି-ବିଜେପି ମେଣ୍ଟ ନେଇ ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଦୀର୍ଘ ଦିନ ଧରି ମେଣ୍ଟକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ପ୍ରତିଥର ଏହାକୁ ଖଣ୍ଡନ କରିଥିଲେ ମନମୋହନ । ତଥାପି ବିଭିନ୍ନ ମହଲରେ ଆଲୋଚନା ବୈଠକ ଚାଲୁଥିବା ବେଳେ ବିଜେଡି-ବିଜେପି ମେଣ୍ଟକୁ ନେଇ…

Read More

ଆଉ ନାହାନ୍ତି ଓଡ଼ିଶା ରାଜନୀତିର ମହାଦ୍ରୁମ ଦାମୋଦର ରାଉତ

ଆଉ ନାହାନ୍ତି ଓଡ଼ିଶା ରାଜନୀତିର ମହାଦ୍ରୁମ ଦାମୋଦର ରାଉତ #ଭୁବନେଶ୍ୱର/ଜଗତସିଂହପୁର(ଏନ୍‌.ଏମ୍‌.): ବିଶିଷ୍ଟ ଜନନାୟକ ତଥା ଓଡ଼ିଶା ରାଜନୀତିର ମହାଦ୍ରୁମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ ଆଉ ନାହାନ୍ତି । ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି । ଶୁକ୍ରବାର ଭୋର ୫ଟା ୨୩ ମିନିଟରେ ଏହି ବର୍ଷୀୟାନ ନେତାଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଦୀର୍ଘ ଦିନ…

Read More

ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ : ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

ଜରୁରୀ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ : ଗିରଫ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ #ନୂଆଦିଲ୍ଲୀ(ଏଜେନ୍ସି): ଲୋକସଭା ନିର୍ବାଚନ ପୂର୍ବରୁ ଭାରତୀୟ ରାଜନୀତିରେ ସବୁଠାରୁ ବଡ଼ ଘଟଣା ଘଟିଛି । ଗିରଫ ହୋଇଛନ୍ତି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀର ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଆଜି ଇଡି କେଜ୍ରିୱାଲଙ୍କୁ ଗିରଫ କରିଛି । ଦୁଇ ଘଣ୍ଟାର ଜେରା ପରେ ଇଡିର ଅଧିକାରୀମାନେ କେଜ୍ରିୱାଲଙ୍କୁ ଗିରଫ କରିଛନ୍ତି । ତେବେ ଇଡି…

Read More

ପୁଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବା ଘଟଣା: ସାଂସଦ ଭର୍ତୃହରିଙ୍କ ବିରୋଧରେ ଚାର୍ଜଫ୍ରେମ

ପୁଲିସ ଅଧିକାରୀଙ୍କୁ ଚାପୁଡ଼ା ମାରିବା ଘଟଣା: ସାଂସଦ ଭର୍ତୃହରିଙ୍କ ବିରୋଧରେ ଚାର୍ଜଫ୍ରେମ #କଟକ(ଏନ୍‌.ଏମ୍‌.): ଚଳିତ ସାଧାରଣ ନିର୍ବାଚନ ପୂର୍ବରୁ କଟକର ଲୋକସଭା ସାଂସଦ ଭର୍ତୃହରି ମହାତାବଙ୍କ ବିରୋଧରେ ସ୍ୱତନ୍ତ୍ର ଏମ୍‌ପି/ଏମ୍‌ଏଲଏ କୋର୍ଟରେ ଚାର୍ଜଫ୍ରେମ୍ ହୋଇଛି । ଗତ ୨୦୧୧ ମସିହା ଜାନୁୟାରୀ ୨୩ ତାରିଖରେ ଶ୍ରୀ ମହତାବ ଅମିତାଭ ମହାପାତ୍ର ନାମକ ଜଣେ ପୋଲିସ ସବ୍ ଇନିସ୍‌ପେକ୍ଟର୍‌ଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ତାଙ୍କ ବିରୋଧରେ ଚାର୍ଜଫ୍ରେମ ହୋଇଛି । ସାଂସଦଙ୍କ…

Read More

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର

ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର #ଭୁବନେଶ୍ୱର(ଏନ୍‌.ଏମ୍‌.): ବରିଷ୍ଠ ବିଜେଡି ନେତା ଡାକ୍ତର ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି । ତାଙ୍କର ବ୍ରେନ ଡେଡ୍ ହୋଇଯାଇଥିବା ନେଇ ତାଙ୍କ ପୁଅ ସମ୍ବିତ ରାଉତରାୟ ସୂଚନା ଦେଇଛନ୍ତି । ସଂକଟାପନ୍ନ ଅବସ୍ଥାରେ ଡାକ୍ତର ରାଉତଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଅ ସମ୍ବିତ ରାଉତରାୟଙ୍କ ସୂଚନା ଅନୁଯାୟୀ, ଗତ ୧୮ ତାରିଖ ବିଳମ୍ବିତ ରାତିରେ ଦାମ ରାଉତ ଅସୁସ୍ଥ ହୋଇ ପଡ଼ିଥିଲେ ।…

Read More

ବିଜେପି-ବିଜେଡି ମେଣ୍ଟକୁ ନେଇ ତୁଟୁନି ସସପେନ୍ସ: ପୁରୀ ଓ କେନ୍ଦ୍ରାପଡ଼ା ପ୍ରାର୍ଥୀଙ୍କୁ ବିଜେଡିର ଗ୍ରୀନ୍ ସିଗନାଲ୍‌,

ବିଜେପି-ବିଜେଡି ମେଣ୍ଟକୁ ନେଇ ତୁଟୁନି ସସପେନ୍ସ: ପୁରୀ ଓ କେନ୍ଦ୍ରାପଡ଼ା ପ୍ରାର୍ଥୀଙ୍କୁ ବିଜେଡିର ଗ୍ରୀନ୍ ସିଗନାଲ୍‌, କେନ୍ଦ୍ରୀୟ ଟିମଙ୍କୁ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଦେଲା ରାଜ୍ୟ ବିଜେପି #ଭୁବନେଶ୍ୱର(ଏନ୍‌.ଏମ୍‌.): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅବଗଣନା ଆରମ୍ଭ ହୋଇଛି । ଏବେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ନିର୍ବାଚନୀ ବିଗୁଲ ବାଜିବା ପରେ ବି ରାଜ୍ୟରେ ବିଜେପି ଓ ବିଜେଡି ମଧ୍ୟରେ ନିର୍ବାଚନୀ ମେଣ୍ଟକୁ ନେଇ ସସପେନ୍ସ ବଳବତ୍ତର ରହିଛି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ୍…

Read More

ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ

ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ #କଟକ(ଏନ୍‌.ଏମ୍‌.): ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ ମୋକିମଙ୍କୁ ଆଜି ମିଳିଛି ଆଶ୍ୱସ୍ତି । ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କରିଛନ୍ତି ସୁପ୍ରିମକୋର୍ଟ । ସୂଚନାଯୋଗ୍ୟ, ଜନ ପ୍ରତିନିଧି ଆଇନର ଧାରା ୧୫୧-କ ଅନୁସାରେ ୯୦-ବାରବାଟୀ-କଟକ ନିର୍ବାଚନମଣ୍ଡଳୀ…

Read More

ଆସନ୍ତା ସାଧାରଣ ନିର୍ବାଚନକୁ ନେଇ ପୁଲିସ ବିଭାଗରେ ଆନ୍ତରାଜ୍ୟ ସମନ୍ୱୟ ବୈଠକ

ଆସନ୍ତା ସାଧାରଣ ନିର୍ବାଚନକୁ ନେଇ ପୁଲିସ ବିଭାଗରେ ଆନ୍ତରାଜ୍ୟ ସମନ୍ୱୟ ବୈଠକ #କଟକ(ଏନ୍‌.ଏମ୍‌.): ଆସନ୍ତା ମଇ ଓ ଜୁନ ମାସରେ ରାଜ୍ୟରେ ୪ଟି ପର୍ଯ୍ୟାୟରେ ସାଧାରଣ ନିର୍ବାଚନ–୨୦୨୪ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟ ଠାରେ ଭିଡିଓ କନଫରେନସିଂ ଜରିଆରେ ପଡୋଶୀ ପଶ୍ଚିମବଙ୍ଗ, ଛତିଶଗଡ ଏବଂ ଝାଡଖଣ୍ଡ ରାଜ୍ୟର ବରିଷ୍ଠ ପୁଲିସ ଅଧିକାରୀଙ୍କ ସହ ଏକ ଆନ୍ତଃରାଜ୍ୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟ…

Read More

ନାବାଳିକା ବଳାତ୍କାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଡିସିପି ଅଫିସ ସମ୍ମୁଖରେ ବିଭିନ୍ନ ମହିଳା ସଂଗଠନର ପ୍ରତିବାଦ

ନାବାଳିକା ବଳାତ୍କାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଡିସିପି ଅଫିସ ସମ୍ମୁଖରେ ବିଭିନ୍ନ ମହିଳା ସଂଗଠନର ପ୍ରତିବାଦ #କଟକ(ଏନ୍‌.ଏମ୍‌.): ନାବାଳିକା ଗଣ ବଳାତ୍କାର ଘଟଣାରେ ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ଆଜି ଡିସିପି ଅଫିସ ସମ୍ମୁଖରେ ବିଭିନ୍ନ ମହିଳା ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସ୍ଥାନୀୟ ମଧୁପାଟଣା ଥାନା ଅଧିନସ୍ଥ ବାଲିସାହିରେ ଗତ ନାବାଳିକା ଗଣ ବଳାତ୍କାର ଘଟଣାକୁ ୧ମାସରୁ ଅଧିକ ସମୟ ବିତିଯାଇଥିଲେବି ପୁଲିସ ଆଜି ପର୍ଯ୍ୟନ୍ତ ପୀଡିତାକୁ ନ୍ୟାୟ ଦେଇପାରିନାହିଁ କିମ୍ବା ଅପରାଧୀଙ୍କ ପ୍ରତି…

Read More

ହାଇକୋର୍ଟରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ: ୧୩୩ ମାମଲା ଫଏସଲା, ୯,୧୫,୯୪,୨୦୦ ଟଙ୍କା ଆଦାୟ

ହାଇକୋର୍ଟରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ: ୧୩୩ ମାମଲା ଫଏସଲା, ୯,୧୫,୯୪,୨୦୦ ଟଙ୍କା ଆଦାୟ #କଟକ(ଏନ୍‌.ଏମ୍‌.): ହାଇକୋର୍ଟ ଲିଗାଲ ସର୍ଭିସ କମିଟି ପକ୍ଷରୁ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ହାଇକୋର୍ଟ ପରିସରସ୍ଥ ବିଭିନ୍ନ ବିଚାରପତିଙ୍କ କୋର୍ଟରେ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଲୋକ ଅଦାଲତରେ ମୋଟ ୧୩୩ଟି ମାମଲା ଫଏସଲା ହୋଇଥିଲାବେଳେ ମୋଟ ୯,୧୫,୯୪,୨୦୦ ଟଙ୍କା ଆଦାୟ କରାଯାଇଛି । ରାଜ୍ୟ ଆଇନସେବା ପ୍ରାଧିକରଣର ପାଟ୍ରୋନ-ଇନ୍‌-ଚିଫ୍ ତଥା ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହ,…

Read More

ସାଧାରଣ ନିର୍ବାଚନ: ଅଯୋଗ୍ୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୩୫ ଜଣ

ସାଧାରଣ ନିର୍ବାଚନ: ଅଯୋଗ୍ୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୩୫ ଜଣ #ନୂଆଦିଲ୍ଲୀ(ଏଜେନ୍ସି): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ଦ୍ୱାରା ଆଜି ଜାରି କରାଯାଇଥିବା ଅଯୋଗ୍ୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ୩୫ ଜଣଙ୍କ ନାମ ରହିଛି । ଏମାନେ ୨୦୧୯ ଲୋକସଭା ବା ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । କିନ୍ତୁ ନିର୍ବାଚନ ଖର୍ଚ୍ଚ ବିବରଣୀ ଦାଖଲ କରିନଥିଲେ । ଯାହା ଫଳରେ ଜନପ୍ରତିନିଧି ଆଇନ-୧୯୫୧ର ଧାରା ୧୦(ଏ)ରେ ଏହି ସବୁ ପ୍ରାର୍ଥୀଙ୍କୁ ଅନ୍ୟୁନ ୩ ବର୍ଷ ପର୍ଯ୍ୟନ୍ତ…

Read More