ସିଏମସିରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ନେଇ ଶପଥ ପାଠ କାର୍ଯ୍ୟକ୍ରମ
ସିଏମସିରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ନେଇ ଶପଥ ପାଠ କାର୍ଯ୍ୟକ୍ରମ #କଟକ (ଏନ୍.ଏମ୍.): ସମାଜର ପ୍ରତ୍ୟେକସ୍ତରରୁ ଦୁର୍ନୀତିର ମୂଳୋତ୍ପାଟନ କରି ଶାନ୍ତି ଓ ସୌହାର୍ଦ୍ଦପୂର୍ଣ୍ଣ ବାତାବରଣ ସୃଷ୍ଟି କରିବା ସହ ଜନସାଧାରଣକୁ ନ୍ୟାୟ ପ୍ରଦାନ କରିବା ନିମନ୍ତେ ସଚେତନତା ସୃଷ୍ଟି ପାଇଁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ଆଜି ଠାରୁ ଆସନ୍ତା ମାସ ନଭେମ୍ବର ମାସ ୫ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ପାଳନ ହେଉଛି ।ଏହି ପରିପ୍ରେକ୍ଷୀରେ ଆଜି ଏହି ସପ୍ତାହର ପ୍ରଥମ…
