ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଅର୍ଥନୈତିକ ଅବରୋଧ, ଗାଡ଼ି ଚଳାଚଳ ଠପ୍
ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଅର୍ଥନୈତିକ ଅବରୋଧ, ଗାଡ଼ି ଚଳାଚଳ ଠପ୍ #କେନ୍ଦ୍ରାପଡ଼ା (ଏନ୍.ଏମ୍.): କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି ମିଳିତ କ୍ରିୟାନୁଷ୍ଠାନ କମିଟି । ଆଜି କମିଟି ପକ୍ଷରୁ ୧୨ ଘଣ୍ଟିଆ ଅର୍ଥନୈତିକ ଅବରୋଧର ଡାକରା ଦିଆଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି । ଆଜି ସକାଳେ ଆନ୍ଦୋଳନକାରୀ ମାନେ କଟକ -ଚାନ୍ଦବାଲି ରାସ୍ତାର ଦୁହୁରିଆ ଛକଠାରେ ରାଜପଥ…
