କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା
କୃଷି ଓ କୃଷକ ସଶକ୍ତିକରଣ ବିଭାଗରେ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା #ଭୁବନେଶ୍ୱର(ଏନ୍.ଏମ୍.): ୫-‘ଟି’ ଓ ‘ମୋ ସରକାର’ ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ହୋଇଥିବାବେଳେ ଏହାକୁ କଡ଼ାକଡ଼ି ଭାବରେ ଅନୁପାଳନ କରାଯାଉଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧିନରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କୃଷି ଓ କୃଷକ କଲ୍ୟାଣକାରୀ ଯୋଜନାର କାର୍ଯ୍ୟକାରିତାରେ ସଂପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ବନ କରି ଯୋଜନାର ସୁଫଳ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ପାଇଁ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ ଓ…
