୫ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଉପରକୁ କାଳିମାଡ଼ ନେଇ କୁହୁଳୁଛି ରାଜନୈତିକ ଉଷ୍ମତା
୫ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଉପରକୁ କାଳିମାଡ଼ ନେଇ କୁହୁଳୁଛି ରାଜନୈତିକ ଉଷ୍ମତା ପୁରୀ(ଏନ୍.ଏମ୍.): ୫ଟି ସଚିବ ଭି.କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ଗସ୍ତ କରୁଥିବା ବେଳେ ଅନେକ ସ୍ଥାନରେ ତାଙ୍କୁ ବିରୋଧ ପ୍ରଦର୍ଶନ କରାଯାଉଥିବା ଦେଖିବାକୁ ମିଳିଛି । ତେବେ ଅନେକ ସ୍ଥାନରେ ତାଙ୍କ କାରକେଡକୁ ଅଣ୍ଡାମାଡ଼ ହୋଇଥିବାବେଳେ ଆଜି ସତ୍ୟବାଦୀ ଅଞ୍ଚଳରେ ଶ୍ରୀ ପାଣ୍ଡିଆନଙ୍କ ଉପରକୁ କାଳି ମାଡ଼ ହୋଇଛି । ପୁରୀ ଜିଲ୍ଲା ସତ୍ୟବାଦୀରେ ଥିବା ୟୁଜିଏସ୍ କଲେଜ ସଭାରେ ଯୋଗ…
