ଓଡ଼ିଶାରୁ ୪ ଜଣ ପୁଲିସ ଅଧିକାରୀ ପାଇବେ କେନ୍ଦ୍ର ଗୃହ ମନ୍ତ୍ରୀ ପଦକ
ଓଡ଼ିଶାରୁ ୪ ଜଣ ପୁଲିସ ଅଧିକାରୀ ପାଇବେ କେନ୍ଦ୍ର ଗୃହ ମନ୍ତ୍ରୀ ପଦକ #କଟକ(ଏନ୍.ଏମ୍.): ପୁଲିସ ବିଭାଗରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀଙ୍କ ନିମନ୍ତେ ତଦନ୍ତରେ ଉତ୍କର୍ଷତା ପାଇଁ ଆଜି ‘କେନ୍ଦ୍ର ଗୃହ ମନ୍ତ୍ରୀ’ ପଦକ ଘୋଷଣା ହୋଇଛି । ଚଳିତ ବର୍ଷ ଏହି ମେଡାଲ ପାଇବା ପାଇଁ ସାରା ଦେଶରୁ ୧୪୦ ଜଣ ପୁଲିସ ଅଧିକାରୀ ମନୋନୀତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨୨ ଜଣ ମହିଳା ପୁଲିସ ଅଧିକାରୀ ରହିଛନ୍ତି । ସେହିପରି ଏହି…
