କଟକ କମିଶନରେଟ ପୁଲିସର ସଫଳତା:୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ
କଟକ କମିଶନରେଟ ପୁଲିସର ସଫଳତା:୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ #କଟକ(ଏନ୍.ଏମ୍.): କଟକ କମିଶନରେଟ ଆଜି ପୁଲିସ ହାତରେ ଦୁଇ ଆନ୍ତଃରାଜ୍ୟ ବ୍ରାଉନ ସୁଗର ବେପାରୀଙ୍କୁ ଗିରଫ କରିଛି । ସେମାନଙ୍କଠାରୁ ୨୫୭ ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି । କଳାବଜାରରେ ଏହାର ମୂଲ୍ୟ ୨୬ ଲକ୍ଷ ଟଙ୍କା ହେବ ବୋଲି କୁହାଯାଉଛି । ଗିରଫ ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପଶ୍ଚିମବଙ୍ଗର ମୁର୍ସିଦାବାଦର ସାଗରଡିହି ଥାନା ଅନ୍ତର୍ଗ ଈଶ୍ୱର ମାହାରା (୩୧)…
