ନିଖିଳ ଉତ୍କଳ ସଂକୀର୍ତ୍ତନ ମହାସଂଘର ସାମ୍ବାଦିକ ସମ୍ମିଳନୀ
ନିଖିଳ ଉତ୍କଳ ସଂକୀର୍ତ୍ତନ ମହାସଂଘର ସାମ୍ବାଦିକ ସମ୍ମିଳନୀ #ଭୁବନେଶ୍ୱର(ଏନ୍.ଏମ୍.): ସ୍ଥାନୀୟ ବୁଲନ୍ ଭାଇ ସେବା ସଭାଗୃହରେ ନିଖିଳ ଉତ୍କଳ ସଂକୀର୍ତ୍ତନ ମହାସଂଘ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମହାସଂଘର ରାଜ୍ୟସଭାପତି ବିଷ୍ଣୁଚରଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଉପଦେଷ୍ଟା ବିଶିଷ୍ଟ ଆଧ୍ୟାତ୍ମିକ ଯୋଗଗୁରୁ ବାବା ପଞ୍ଚ ଦେବ ଓ କଟକ ଜିଲ୍ଲା ସଂକୀର୍ତ୍ତନ ସଂଘର ସମ୍ପାଦକ ସଞ୍ଜୟ ଦାସ ଉପସ୍ଥିତ ରହି ସାମ୍ବାଦିକ ମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର…
