କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା; ଓସେପାର ମେରିଟ୍ ଲିଷ୍ଟ ଖାରଜ
କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା; ଓସେପାର ମେରିଟ୍ ଲିଷ୍ଟ ଖାରଜ #କଟକ (ଏନ.ଏମ୍.): କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ହାଇକୋର୍ଟ ଚୂଡ଼ାନ୍ତ ରାୟ ଶୁଣାଇଛନ୍ତି । ଓସେପାର ମେରିଟ୍ ଲିଷ୍ଟ ସହ ଜିଲ୍ଲାୱାରୀ ମେରିଟ୍ ଲିଷ୍ଟକୁ ମଧ୍ୟ ହାଇକୋର୍ଟ ଖାରଜ କରିଛନ୍ତି । ଏଥିସହ ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଓସେପା ପକ୍ଷରୁ ପ୍ରଥମେ ରାଜ୍ୟବ୍ୟାପି ସିଙ୍ଗଲ ମେରିଟ ଲିଷ୍ଟ କରାଯାଇଥିଲା…
