ଆଠଗଡ଼ ମେଘା ସେକ୍ଟରରେ ବିଶ୍ୱ ମାସିକ ଋତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ
ଆଠଗଡ଼ ମେଘା ସେକ୍ଟରରେ ବିଶ୍ୱ ମାସିକ ଋତୁସ୍ରାବ ସ୍ୱଚ୍ଛତା ଦିବସ ପାଳନ #ଆଠଗଡ(ଏନ୍.ଏମ୍.): ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ମେଘା ସେକ୍ଟରର ସମୂହ ଗାଁ କଲ୍ୟାଣ ସମିତି ଆନୁକୁଲ୍ୟରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ବ୍ରହ୍ମପୁର ଭାରପ୍ରାପ୍ତ ଚିକିତ୍ସା ଅଧିକ୍ଷକ ଡାକ୍ତର ଦିଲ୍ଲୀପ ଦାସଙ୍କ ନିର୍ଦ୍ଦେଶରେ ମେଘା ସେକ୍ଟରର ବରିଷ୍ଠ ବହୁମୁଖୀ ସ୍ୱାସ୍ଥ୍ୟ ପରିଦର୍ଶକ ମହମ୍ମଦ୍ ଅସ୍ଲମ୍ଙ୍କ ପୌରହିତ୍ୟରେ ବିଶ୍ୱ ମାସିକ ଋତୁସ୍ରାବ ଦିବସ ପାଳିତ ହୋଇଯାଇଛି । ସ୍ଥାନୀୟ ରାଧାଗୋବିନ୍ଦପୁର ପଞ୍ଚାୟତର ଲକ୍ଷ୍ମୀନାରାୟଣପୁର ଓ ରାଧାଗୋବିନ୍ଦପୁର ଠାରେ ଆୟୋଜିତ…
