ଶୀତଳ ଷଷ୍ଠୀ ଯାତ୍ରାକୁ ନେଇ ଆଠଗଡ଼ରେ ବୋମାମାଡ଼
ଶୀତଳ ଷଷ୍ଠୀ ଯାତ୍ରାକୁ ନେଇ ଆଠଗଡ଼ରେ ବୋମାମାଡ଼ #ଆଠଗଡ଼(ଏନ୍.ଏମ୍): ଶୀତଳ ଷଷ୍ଠୀ ଯାତ୍ରାକୁ କେନ୍ଦ୍ର କରି ବୋମାମାଡ଼ ଭଳି ଘଟଣା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ଆଠଗଡ଼ ଉପଖଣ୍ଡ ମେଘା ଅଞ୍ଚଳରେ । ସୂଚନା ଅନୁଯାୟୀ, ପବିତ୍ର ଶୀତଳଷଷ୍ଠୀ ଯାତ୍ରା ଚାଲିଥିବାବେଳେ ପ୍ରଭୁ ଭୋଳାନାଥ ଏବଂ ଜଗତଜନନୀ ମା’ ପାର୍ବତୀ ଦେବୀଙ୍କ ବିବାହ ଉତ୍ସବରେ ଶ୍ରଦ୍ଧାଳୁ ମସଗୁଲ ଥିଲେ । ଉପସ୍ଥିତ ଶ୍ରଦ୍ଧାଳୁମାନେ ପ୍ରଭୁ ଶିବଶଙ୍କରଙ୍କ ପ୍ରେମରେ ଶିବରଞ୍ଜନୀ…
