କଳ୍ପନା ଜଳ୍ପନାର ଅନ୍ତ: ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ
କଳ୍ପନା ଜଳ୍ପନାର ଅନ୍ତ: ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ #ଭୁବନେଶ୍ୱର/ କେନ୍ଦ୍ରାପଡ଼ା (ଏନ୍.ଏମ୍.): ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଶଙ୍ଖ ଧରିଛନ୍ତି । ଦୀର୍ଘ ଦିନ ଧରି ଚାଲିଥିବା ଚର୍ଚ୍ଚାରେ ଆଜି ପୂର୍ଣ୍ଣଛେଦ ପଡ଼ିଛି ; ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜେଡିରେ ମିଶିଛନ୍ତି । ନବୀନ ନିବାସରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅରବିନ୍ଦ ଆଜି…
