Nishkarsha

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଟି ଆରୋହୀ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଟି ଆରୋହୀ ଗୁରୁତର #ଜଗତପୁର(ଏନ୍‌.ଏମ୍‌.): କଟକ-ଚୌଦ୍ୱାର ରିଙ୍ଗବନ୍ଧରେ ଏକ ସଡକ ଦୁର୍ଘଟଣା ଘଟିବା ଦ୍ୱାରା ଜଣେ ସ୍କୁଟି ଆରୋହୀ ଗୁରୁତର ଆହତ ହୋଇଛନ୍ତି । ସ୍କୁଟି ଆରୋହୀ ଜଣକ ଗୁରୁତର ଆହତ ହୋଇ ପଡ଼ିଥିବା ବେଳେ ଜଗତପୁର ଥାନା ପୁଲିସ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ କଟକ ବଡ଼ମେଡ଼ିକାଲକୁ ପଠା ଯାଇଛି । ପ୍ରାପ୍ତ ସୂଚନା ଅନୁଯାୟୀ, ଓଡି୦୫ଏଏକ୍ସ ୫୮୫୨ନମ୍ବର ବିଶିଷ୍ଟ ସ୍କୁଟି ନେଇ ଜଣେ ବ୍ୟକ୍ତି ଯାଉଥିବାବେଳେ ରିଙ୍ଗରୋଡ ଲକ୍ଷ୍ମଣପୁର…

Read More

ରାଜ୍ୟସରକାର ବଢ଼ାଇଦେଲେ ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ

ରାଜ୍ୟସରକାର ବଢ଼ାଇଦେଲେ ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ #ଭୁବନେଶ୍ୱର(ଏନ୍‌.ଏମ୍‌.): ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ରାଜ୍ୟସରକାର ବିଭିନ୍ନ ବର୍ଗର କର୍ମଚାରୀଙ୍କ ପାଇଁ ହାତ ଖୋଲି ଦେଇଛନ୍ତି । ସମସ୍ତ ବର୍ଗର କର୍ମଚାରୀଙ୍କ ନିମନ୍ତେ ବେତନ ବୃଦ୍ଧି ଠାରୁ ଆରମ୍ଭ କରି ବିଭିନ୍ନ ସୁବିଧା ସୁଯୋଗ ମଧ୍ୟ ଘୋଷଣା କରିଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ସର୍ଭିସ ପ୍ରୋଭାଇଡିଂ ଏଜେନ୍ସି ଦ୍ୱାରା ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀମାନଙ୍କ ପାରିଶ୍ରମିକ ବୃଦ୍ଧି କରାଯାଇଛି । ଆଜି…

Read More

ଦୀର୍ଘଦିନର ଦାବି ପୁରଣ କଲେ ମୁଖ୍ୟମନ୍ତ୍ରୀ: ଆନ୍ଦୋଳନରୁ ଓହରି କୃତଜ୍ଞତା ଜଣାଇଲା କଟକ ଜିଲ୍ଲା ଆଶାକର୍ମୀ ସଂଘ

ଦୀର୍ଘଦିନର ଦାବି ପୁରଣ କଲେ ମୁଖ୍ୟମନ୍ତ୍ରୀ: ଆନ୍ଦୋଳନରୁ ଓହରି କୃତଜ୍ଞତା ଜଣାଇଲା କଟକ ଜିଲ୍ଲା ଆଶାକର୍ମୀ ସଂଘ #କଟକ(ଏନ୍‌.ଏମ୍‌.): ରାଜ୍ୟସରକାର ଆଶାକର୍ମୀମାନଙ୍କ ବେତନ ବୃଦ୍ଧି କରିବାସହ ଅନ୍ୟାନ୍ୟ ସୁବିଧା ସୁଯୋଗ ନିମନ୍ତେ ଘୋଷଣା କରିଛନ୍ତି । ଏଥି ପୂର୍ବରୁ ଦାବି ନେଇ ଆଶାକର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଥିବାବେଳେ ସରକାରଙ୍କ ଘୋଷଣା ଯୋଗୁଁ ଆନ୍ଦୋଳନକୁ ବନ୍ଦ କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଅଶେଷ କୃତଜ୍ଞତା ଜ୍ଞାପନ କରାଯାଇଛି । ସୂଚନା ଅନୁଯାୟୀ, ଦୀର୍ଘ ୧୮ବର୍ଷରୁ ଊର୍ଦ୍ଧକାଳ ଧରି ଆଶାକର୍ମୀମାନେ…

Read More

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ #ଭୁବନେଶ୍ୱର (ଏନ୍‌.ଏମ୍‌.): ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିଶନର ତଥା ଶାସନ ସଚିବମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ…

Read More

ଏପ୍ରିଲ ୮ରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ

ଏପ୍ରିଲ ୮ରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ ସୂର୍ଯ୍ୟ ପରାଗ ଯୋଗୁଁ ଦିନ ହୋଇଯିବ ରାତି #ଭୁବନେଶ୍ୱର (ଏନ୍‌.ଏମ୍‌.): ଚଳିତ ବର୍ଷ ପୃଥିବାବାସୀ ଏକ ବିରଳ ମହାଜାଗତିକ ଦୃଶ୍ୟର ମୂକସାକ୍ଷୀ ହେବାକୁ ଯାଉଛନ୍ତି । ଏହି ମହାଜାଗତିକ ଦୃଶ୍ୟ ହେଉଛି ଆସନ୍ତା ମାସ ୮ ତାରିଖରେ ହେବାକୁ ଥିବା ପୂର୍ଣ୍ଣ ସୂର୍ଯ୍ୟ ପରାଗ । କାରଣ ଏହି ସମୟରେ ପରାଗ ସମ୍ପୂର୍ଣ୍ଣ ରୂପେ ସୂର୍ଯ୍ୟଙ୍କୁ ଗ୍ରାସ କରିବ, ଯାହା ଫଳରେ ଦିନରେ ରାତିର ଭ୍ରମ ସୃଷ୍ଟି ହେବ…

Read More

କଳ୍ପନା ଜଳ୍ପନାର ଅନ୍ତ: ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ

କଳ୍ପନା ଜଳ୍ପନାର ଅନ୍ତ: ଶଙ୍ଖ ଧରିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ #ଭୁବନେଶ୍ୱର/ କେନ୍ଦ୍ରାପଡ଼ା (ଏନ୍‌.ଏମ୍‌.): ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ରଙ୍କ ପୁଅ ଶଙ୍ଖ ଧରିଛନ୍ତି । ଦୀର୍ଘ ଦିନ ଧରି ଚାଲିଥିବା ଚର୍ଚ୍ଚାରେ ଆଜି ପୂର୍ଣ୍ଣଛେଦ ପଡ଼ିଛି ; ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ବିଜେଡିରେ ମିଶିଛନ୍ତି । ନବୀନ ନିବାସରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅରବିନ୍ଦ ଆଜି…

Read More

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ

ରାଜ୍ୟରେ ମେଣ୍ଟ ହେବା ନେଇ ସବୁଜ ସଂକେତ: ୧୨ରେ ଓଡ଼ିଶା ଆସିବେ ଅମିତ ଶାହ ! #ଭୁବନେଶ୍ୱର(ଏନ୍‌.ଏମ୍‌.): ସମ୍ପ୍ରତି ସାଧାରଣ ନିର୍ବାଚନ ନିମନ୍ତେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ ପ୍ରସ୍ତୁତି ଜୋରଦାର ଚାଲିଥିବାବେଳେ ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ଆଜି ଉଭୟ ଦଳପକ୍ଷରୁ କର୍ମକର୍ତ୍ତାଙ୍କୁ ନେଇ ହୋଇଥିବା ବୈଠକରେ ମେଣ୍ଟକୁ ସବୁଜ ସଂକେତ ମିଳିଥିବା ସୂଚନା ମିଳୁଛି । ଗୋଟିଏ ପଟେ ନବୀନ ନିବାସରେ ବିଜେଡି ପକ୍ଷରୁ ବିଭିନ୍ନ ପର୍ଯ୍ୟାୟରେ…

Read More

କଳ୍ପନା ଜଳ୍ପନାର ଅନ୍ତ, ନବୀନ ନିବାସ ବୈଠକ: ବିଜେପି ସହ ମେଣ୍ଟ ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

କଳ୍ପନା ଜଳ୍ପନାର ଅନ୍ତ, ନବୀନ ନିବାସ ବୈଠକ: ବିଜେପି ସହ ମେଣ୍ଟ ନେଇ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ #ଭୁବନେଶ୍ୱର(ଏନ୍‌.ଏମ୍‌.): ଚଳିତ ସାଧାରଣ ନିର୍ବାଚନରେ ବିଜେପି-ବିଜେଡି ମେଣ୍ଟ ପାଇଁ ରାସ୍ତା ଧିରେ ଧିରେ ପ୍ରଶସ୍ତ ହେବାରେ ଲାଗିଛି । ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ବିଜେଡି ଓ ବିଜେପି ମଧ୍ୟରେ ଠିକ୍ ୧୫ବର୍ଷ ପରେ ପୁଣିଥରେ ନିର୍ବାଚନୀ ମେଣ୍ଟ ହେବାକୁ ଯାଉଛି । ଗତ ଦେଢ଼ମାସରୁ ଅଧିକ ସମୟ ଧରି ଚାଲିଥିବା ଏହି ମେଣ୍ଟ ଚର୍ଚ୍ଚା ଏବେ ସତ…

Read More

ପାଟଣାଗଡରେ ବ୍ଳକସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ

ପାଟଣାଗଡରେ ବ୍ଳକସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ #ପାଟଣାଗଡ଼(ଏନ୍‌.ଏମ୍‌.): ପ୍ରବାଦ ପୁରୁଷ ବିଜୁଙ୍କ ୧୦୮ ତମ୍ମ ଜୟନ୍ତୀ ପାଳନ ଅବସରରେ ପଞ୍ଚାୟତ ରାଜ ଓ ଲୋକସେବା ଦୀବସ ପାଟଣାଗଡ ବ୍ଳକ ପ୍ରଶାସନ ପକ୍ଷରୁ ପାଳିତ ହୋଇଯାଇଛି । ବ୍ଳକ ଉପାଧ୍ୟକ୍ଷା ଲକ୍ଷ୍ମୀ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସରପଞ୍ଚ ସଂଘ ସଭାପତି ଜନାର୍ଦ୍ଦନ ସିଂ ସାହୁ ମୂଖ୍ୟଅତିଥି , ପାଟଣେଶ୍ୱରୀ ମହିଲା ମହାବିଦ୍ୟାଳୟର ଅଧ୍ୟକ୍ଷ ଅମିତାଭ ଠାକୁର ମୂଖ୍ୟବକ୍ତା, ପାଟଣାଗଡ଼ ବିଡିଓ ସୁମନ୍ତ ମିଞ୍ଜ, ଜିପିଇଓ ନୀଳକାନ୍ତ…

Read More

ଚୌଦ୍ୱାର ମହାବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଆତ୍ମ ନିର୍ଭରଶୀଳ କାର୍ଯ୍ୟକ୍ରମ

ଚୌଦ୍ୱାର ମହାବିଦ୍ୟାଳୟରେ ଛାତ୍ରୀମାନଙ୍କ ପାଇଁ ଆତ୍ମ ନିର୍ଭରଶୀଳ କାର୍ଯ୍ୟକ୍ରମ #ଚୌଦ୍ୱାର (ଏନ୍‌.ଏମ୍‌.): ଚୌଦ୍ୱାର ମହାବିଦ୍ୟାଳୟ ପରିସରରେ ଯୁକ୍ତ ଦୁଇ ପ୍ରଥମ ବର୍ଷର କଳା, ବାଣିଜ୍ୟ, ଓ ବିଜ୍ଞାନ ବିଭାଗର ଛାତ୍ରୀମାନଙ୍କୁ ନେଇ ଏକ ଆତ୍ମ ନିର୍ଭରଶୀଳ ସୁରକ୍ଷା କର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଚଳିତ ୧୩ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଯାରି ରହିବ ବୋଲି କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି । ତେବେ ରାଜ୍ୟ ସରକାରଙ୍କ ଛାତ୍ରୀମାନଙ୍କ ଆତ୍ମ ନିର୍ଭରଶୀଳ ସୁରକ୍ଷା ପାଇଁ ଏହି କାର୍ଯ୍ୟକ୍ରମ…

Read More

ଆଡିସନାଲ ଷ୍ଟାଣ୍ଡିଂ କାଉନସିଲ ଭାବେ ନିଯୁକ୍ତି ପାଇଲେ ଆଇନଜୀବୀ ଅକ୍ଷୟ କୁମାର ପତି

ଆଡିସନାଲ ଷ୍ଟାଣ୍ଡିଂ କାଉନସିଲ ଭାବେ ନିଯୁକ୍ତି ପାଇଲେ ଆଇନଜୀବୀ ଅକ୍ଷୟ କୁମାର ପତି #କଟକ(ଏନ୍‌.ଏମ୍‌.): ବିଶିଷ୍ଟ ଆଇନଜୀବୀ ଅକ୍ଷୟ କୁମାର ପତି ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ବିଭିନ୍ନ ମୋକଦ୍ଦମାର ପରିଚାଳନା ନିମନ୍ତେ ଆଡ୍ ଭୋକେଟ ଜେନେରାଲ ଅଶୋକ ପରିଜାଙ୍କ ଅନୁମୋଦନ କ୍ରମେ ଓଡ଼ିଶା ସରକଙ୍କ ଦ୍ୱାରା ଆଡିସନାଲ ଷ୍ଟାଣ୍ଡିଂ କାଉନସିଲ ଭାବେ ନିଯୁକ୍ତ ହୋଇଛନ୍ତି । ଶ୍ରୀ ପତିଙ୍କ ବିଭିନ୍ନ ମୋକଦ୍ଦମାର ପରିଚାଳନା ଦକ୍ଷତା ଓ ଅଭିଜ୍ଞତାକୁ ବିଚାର କରି ତାଙ୍କୁ ଏହି ପଦବୀରେ ନିଯୁକ୍ତି କରାଯାଇଛି…

Read More

ରାଜ୍ୟରେ ଶାଣିତ ହେଉଛି ମେଣ୍ଟ ଚର୍ଚ୍ଚା: ବିଜେପି ନେତାଙ୍କୁ ଦିଲ୍ଲୀ, ବିଜେଡି ନେତାଙ୍କୁ ନବୀନ ନିବାସକୁ ହେଲା ଡକରା

ରାଜ୍ୟରେ ଶାଣିତ ହେଉଛି ମେଣ୍ଟ ଚର୍ଚ୍ଚା: ବିଜେପି ନେତାଙ୍କୁ ଦିଲ୍ଲୀ, ବିଜେଡି ନେତାଙ୍କୁ ନବୀନ ନିବାସକୁ ହେଲା ଡକରା #ଭୁବନେଶ୍ୱର(ଏନ୍‌.ଏମ୍‌.): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜ୍ୟରେ ବିଜେପି-ବିଜେଡି ମେଣ୍ଟ ଚର୍ଚ୍ଚା ସେତିକି ଶାଣିତ ହେବାରେ ଲାଗିଛି । କିଛି ଦିନତଳେ ମେଣ୍ଟକୁ ନେଇ ଯେଉଁ ଚର୍ଚ୍ଚା ଚାଲିଥିଲା ଉଭୟ ଦଳର ନେତାମାନେ ତାକୁ ଖଣ୍ଡନ କରିଥିଲେ । ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବା…

Read More