ପଶ୍ଚିମବଙ୍ଗ ବାଣ ବିସ୍ଫୋରଣ ଘଟଣାର: ମୁଖ୍ୟ ଅଭିଯୁକ୍ତ ଗତକାଲି ଗିରଫ, ଆଜି ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ
ପଶ୍ଚିମବଙ୍ଗ ବାଣ ବିସ୍ଫୋରଣ ଘଟଣାର: ମୁଖ୍ୟ ଅଭିଯୁକ୍ତ ଗତକାଲି ଗିରଫ, ଆଜି ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ #କଟକ(ଏମ.ଏମ୍.): ପଶ୍ଚିମବଙ୍ଗ ବାଣ ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଭାନୁ ବାଗଙ୍କୁ ଗତକାଲି କଟକରୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କର ମୃତ୍ୟୁ ଘଟିଛି । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମଙ୍ଗଳବାର ବାଣ ବିସ୍ଫୋରଣ ବେଳେ ସେ ବି ଘଟଣାସ୍ଥଳରେ ଉପସ୍ଥିତ ଥିଲେ । ବିସ୍ଫୋରଣ ଯୋଗୁଁ ତାଙ୍କ ଶରୀରର…
