ନାବାଳିକା ବଳତ୍କାର ମାମଲା: ଆସାମୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ
ନାବାଳିକା ବଳତ୍କାର ମାମଲା: ଆସାମୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ #କଟକ(ଏନ୍.ଏମ୍.): ଓଲଟପୁର ନାବାଳିକା ବଳତ୍କାର ମାମଲାରେ କଟକର ତୃତୀୟ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ତଥା ପୋଷ୍କୋ କୋର୍ଟ ଆସାମୀ ରାକେଶ କୁମାର ରାଉତକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ପ୍ରଦାନ କରିଛନ୍ତି । ଏଥିସହିତ କୋର୍ଟ ଆସାମୀକୁ ୧୦ହଜାର ଟଙ୍କାର ଜରିମାନା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟ ହେଲେ ଆସାମୀକୁ ଆଉ ଅଧିକ ୬ ମାସ ସଶ୍ରମ କାରାଦଣ୍ଡ…
