ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବିଜେପିକୁ ଶକ୍ତ ଝଟକା:ବିଜେଡିରେ ଯୋଗଦେଲେ ଜିଲ୍ଲା ବିଜେପି ସଭାପତି ମଙ୍ଗଲ ସାହୁ
ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବିଜେପିକୁ ଶକ୍ତ ଝଟକା:ବିଜେଡିରେ ଯୋଗଦେଲେ ଜିଲ୍ଲା ବିଜେପି ସଭାପତି ମଙ୍ଗଲ ସାହୁ #ଭୁବେନଶ୍ୱର(ଏନ୍.ଏମ୍.): ଝାରସୁଗୁଡ଼ା ଉପନିର୍ବାଚନକୁ ଆଉ ମାତ୍ର ଗୋଟିଏ ସପ୍ତାହ ବାକି ଥିବାବେଳେ ଭାରତୀୟ ଜନତା ପାର୍ଟିକୁ ଶକ୍ତ ଝଟକା ଲାଗିଛି । ଦୀର୍ଘ ୨୫ ବର୍ଷ ଧରି ବିଜେପିର ବିଭିନ୍ନ ପଦ ପଦବୀରେ ଥିବା ଝାରସୁଗୁଡ଼ା ଜିଲ୍ଲା ବିଜେପି ସଭାପତି ମଙ୍ଗଲ ସାହୁ ଆଜି ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଛନ୍ତି । ଆଜି ମଧ୍ୟାହ୍ନରେ ଶଙ୍ଖ ଭବନରେ ଆୟୋଜିତ…
