ଲିଙ୍କରୋଡରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଯାତ୍ରୀବାହୀ ବସ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭଷ୍ମୀଭୂତ
ଲିଙ୍କରୋଡରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଯାତ୍ରୀବାହୀ ବସ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭଷ୍ମୀଭୂତ #କଟକ(ଏନ୍.ଏମ୍.): କଟକରେ ପ୍ରଚଣ୍ଡ ରୌଦ୍ରତାପ ଜନସାଧାରଣଙ୍କୁ ଅତିଷ୍ଠ କରି ପକାଇଥିବାବେଳେ ଲିଙ୍କରୋଡ଼ରେ ଅଚାନକ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି । ଅପରାହ୍ନ ସମୟରେ ପାରଦ ପ୍ରାୟ ୪୦ ଡିଗ୍ରୀ ଉପରେ ଥିବାବେଳେ ଲିଙ୍କରୋଡ ଠାରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ସେଠାରେ କିଛି ଦିନ ଧରି ରହିଥିବା ଏକ ଯାତ୍ରୀବାହୀ ବସରେ ନିଆଁ ଲାଗି ଯିବା ଫଳରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା…
