ଚୌଦ୍ୱାର-କଟକ ବିଜେଡି ପକ୍ଷରୁ ବିଜୁ ବାବୁଙ୍କ ଶ୍ରଦ୍ଧାଞ୍ଜଳି
ଚୌଦ୍ୱାର-କଟକ ବିଜେଡି ପକ୍ଷରୁ ବିଜୁ ବାବୁଙ୍କ ଶ୍ରଦ୍ଧାଞ୍ଜଳି #କଟକ(ଏନ୍.ଏମ୍.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଚୌଦ୍ୱାର-କଟକ ବିଜେଡି ପକ୍ଷରୁ ମହାନ ଜନନାୟକ, ପ୍ରବାଦ ପରୁଷ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୬ତମ ଶ୍ରାଦ୍ଧଦିବସ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ପୂର୍ବତନ ବିଧାୟକ ଡ. ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ନେତୃତ୍ୱରେ ସକାଳ ୬.୩୦ଘଟିକା ସମୟରେ ଚୌଦ୍ୱାରସ୍ଥିତ ବିରୁପା ନଦୀରେ ତିଳତର୍ପଣ ସହ ବିରୁପା ଛକ ଓ ଯୋବ୍ରା ଆନ୍ନିକଟ ଠାରେ ସ୍ଥାପିତ ପ୍ରବାଦ ପୁରୁଷ…
