ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜଗତପୁରରେ ସଚେତନତା କାର୍ଯ୍ୟକ୍ରମ
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜଗତପୁରରେ ସଚେତନତା କାର୍ଯ୍ୟକ୍ରମ #ଜଗତପୁର(ଏନ୍.ଏମ୍.): କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଜଗତପୁର ସ୍ଥିତ ଲକ୍ଷ୍ମଣପୁର ମଙ୍ଗଳା ବସ୍ତିରେ ଶ୍ରମ ଆଇନ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସିଭିଲ ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସ୍ୱୟଂପ୍ରଭା ଆଚାର୍ଯ୍ୟ ଯୋଗଦେଇ ସାଧାରଣ ଲୋକଙ୍କ ବିଭିନ୍ନ ସାମ୍ବିଧାନିକ ଓ ଆଇନ ଗତ ମୌଳିକ ଅଧିକାର ସମ୍ପର୍କରେ ସଚେତନ କରାଇଥିଲେ…
