ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ
ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ଭୂସ୍ୱର୍ଗ ଶୀତ ରାତିକୁ କମ୍ପାଉଛି ବଡ ବଡ ମେସିନ, ନିରବ ପ୍ରଶାସନ! #Tangi-Choudwar #ଟାଙ୍ଗୀ-ଚୌଦ୍ୱାର (ଏନ୍.ଏମ୍): ଚୌଦ୍ୱାର ଇଡକୋ ଅଞ୍ଚଳ ଏବେ ମୋରମ ମାଫିଆଙ୍କ ପାଇଁ ସୁରକ୍ଷିତ ଭୂସ୍ୱର୍ଗ ପାଲଟିଯାଇଛି। ଦୀର୍ଘ ଦିନ ଧରି ଏଠାରେ ଚାଲିଛି ବ୍ୟାପକ ଓ ସଂଗଠିତ ମୋରମ ଚୋରା ଚାଲାଣ। ଦିନେ ସାଧାରଣ ମୁହଁ, ରାତି ହେଲେ ବିନା ଭୟରେ ମାଟି ତାଡ଼ିବା ମେସିନ ଗର୍ଜନ ଏହା ହିଁ ଚୌଦ୍ୱାର ଅଞ୍ଚଳର ନୂଆ…
