କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ
କମିଶନରେଟ ପୁଲିସର ସଫଳତା: ଚୋରାବନ୍ଧୁକ କାରବାରର ଖୋଲିଲା ଗୁମର, ୪ ବନ୍ଧୁକ ୧୨ରାଉଣ୍ଡ ଗୁଳି ଜବତ ବିହାରରୁ ବନ୍ଧୁକ ଆଣି କରୁଥିଲେ ବେପାର, ୩ ଗିରିଫ ଜଗତପୁର(ଏନ୍.ଏମ୍.): କଟକ କମିଶନରେଟ ପୁଲିସକୁ ମିଳିଛି ବଡ଼ ଧରଣର ସଫଳତା । ବିଭିନ୍ନ ଅପରାଧ ନିମନ୍ତେ ବ୍ୟବହୃତ ଚୋରା ବନ୍ଧୁକ ଯୋଗାଉଥିବା ଗ୍ୟାଙ୍ଗର ୩ଜଣ ସଦସ୍ୟଙ୍କୁ ପୁଲିସ ଗିରଫ କରିଛି । ତେବେ ଏହି ବନ୍ଧୁକଗୁଡ଼ିକ ବିହାରଣୁ ଆଣି ଏଠାରେ ବିଭିନ୍ନ ଅପରାଧୀମାନଙ୍କୁ ବିକ୍ରି କରାଯାଉଥିବା ସମ୍ପର୍କରେ ପୁଲିସକୁ ମିଳିଛି…
