ବିବାହର ପ୍ରତିଶ୍ରୁତି ଦେଇ ସହମତିରେ ଶାରିରୀକ ସମ୍ପର୍କ ରଖିବା ଦୁଷ୍କର୍ମ ନୁହେଁ: ହାଇକୋର୍ଟ
ବିବାହର ପ୍ରତିଶ୍ରୁତି ଦେଇ ସହମତିରେ ଶାରିରୀକ ସମ୍ପର୍କ ରଖିବା ଦୁଷ୍କର୍ମ ନୁହେଁ: ହାଇକୋର୍ଟ #କଟକ (ଏନ୍.ଏମ୍.): ବିବାହର ପ୍ରତିଶ୍ରୁତି ଦେଇ ଜଣେ ପ୍ରାପ୍ତ ବୟସ୍କ ମହିଳାଙ୍କ ସହିତ ସହମତିରେ ଶାରିରୀକ ସମ୍ପର୍କ ରଖିଲେ ଏହାକୁ ଦୁଷ୍କର୍ମ ବୋଲି ଧରାଯିବ ନାହିଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ରାୟ ଦେଇଛନ୍ତି । ନ୍ୟାୟମୂର୍ତ୍ତି ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏକ ଦୁଷ୍କର୍ମ ମାମଲାରେ ଜାମିନ ଆବେଦନର ଶୁଣାଣି କରି ଏହି ରାୟ ଦେଇଥିବା ଜଣାପଡ଼ିଛି ।…
