ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର
ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର କଟକ(ଏନ୍.ଏମ୍.): ଭିଜିଲାନ୍ସ ଜାଲରେ ଜଳ ସଂପଦ ବିଭାଗର ସୁପରିଟେଣ୍ଡଣ୍ଟ ଇଞ୍ଜିନିୟର ପଡ଼ିଯାଇଛନ୍ତି । ବୈତରଣୀ ଜଳ ସମ୍ପଦ ବିଭାଗର ସୁପରିଟେଣ୍ଡଣ୍ଟ ଇଂ.ବିଧାନଚନ୍ଦ୍ର ସାହୁ କେନ୍ଦୁଝରରୁ କଟକ ନିଜ ବାସଭବନକୁ ଯିବା ସମୟରେ ଅନୈତିକ ଉପାୟରେ ଅର୍ଥ ରୋଜଗାର କରିବା ଅଭିଯୋଗରେ…












