ହାଇଦରର ଶବ ବ୍ୟବଛେଦ ପରେ ପରିବାରକୁ ହସ୍ତାନ୍ତର: ୪ଟି ଗୁଳି ବାହାରିଲା ଆଗରୁ ଗୋଟିଏ ଥିଲା
ହାଇଦରର ଶବ ବ୍ୟବଛେଦ ପରେ ପରିବାରକୁ ହସ୍ତାନ୍ତର: ୪ଟି ଗୁଳି ବାହାରିଲା ଆଗରୁ ଗୋଟିଏ ଥିଲା ବାଲେଶ୍ୱର/କଟକ(ଏନ୍.ଏମ୍.): ବ୍ୟବଛେଦ ପରେ ହାଇଦରର ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି । ହାଇଦରର ପତ୍ନୀ ଓ ଦୁଇ ବୋହୂଙ୍କୁ ମୃତଦେହ ହସ୍ତାନ୍ତର ହୋଇଛି । ତେବେ ବ୍ୟବଛେଦ ସମୟରେ ହାଇଦର ଶରୀରରୁ ୪ଟି ଗୁଳି ବାହାରିଥିବା ସୂଚନା ମିଳିଛି । ୨ଟି ଅଣ୍ଟାରୁ ଓ ୨ଟି ଜଙ୍ଘରୁ ବାହାରିଥିବା ସୂଚନା ମିଳିଛି । ୪ଟି ଗୁଳିରୁ ଗୋଟିଏ ଗୁଳି ପୂର୍ବରୁ…
