ମହାନଦୀ-ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପଜଳସମ୍ପଦ ମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ
ମହାନଦୀ-ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପଜଳସମ୍ପଦ ମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ କେନ୍ଦ୍ରାପଡା/ଭୁବନେଶ୍ୱର(ଏନ୍.ଏମ୍.): କେନ୍ଦ୍ରାପଡା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ କଳାବୁଦାଠାରେ ମହାନଦୀ-ଚିତ୍ରୋତ୍ପଳା ଦ୍ୱୀପାଞ୍ଚଳ ଜଳସେଚନ ପ୍ରକଳ୍ପର ଶୁଭ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥି ଭାବେ ଜଳସଂପଦ, ସୂଚନା ଓ ଲୋକ…