ଓଡ଼ିଶା ଉଠା ଜଳସେଚନ ନିଗମର କାର୍ଯ୍ୟ ଅଗ୍ରଗତି ନେଇ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା
ଓଡ଼ିଶା ଉଠା ଜଳସେଚନ ନିଗମର କାର୍ଯ୍ୟ ଅଗ୍ରଗତି ନେଇ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା ଭୁବନେଶ୍ୱର (ଏନ୍.ଏମ୍.): ଓଡ଼ିଶା ଉଠା ଜଳସେଚନ ନିଗମର କାର୍ଯ୍ୟାବଳୀ ଓ ନିଗମ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଜଳସମ୍ପଦ…












