କାଲିଠୁ ଛେଚିବ ବର୍ଷା: ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
କାଲିଠୁ ଛେଚିବ ବର୍ଷା: ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଭୁବନେଶ୍ୱର(ଏନ୍.ଏମ୍.): ରାଜ୍ୟରେ ପୁଣି ବର୍ଷା ଛେଚିବ । ଆଜି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହେବାର ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି । ତେବେ ଆସନ୍ତା ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବ । ତାହାର ପରବର୍ତ୍ତୀ ୪୮ ଘଣ୍ଟା ଭିତରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ…
