ଓଡ଼ିଶା ରାଜନୀତିରେ ବଢ଼ୁଛି ମେଣ୍ଟ ଚର୍ଚ୍ଚା: ବିଜେପିର ଦିଲ୍ଲୀରେ ଚାଲିଛି ଉଚ୍ଚସ୍ତରୀୟ ଆଲୋଚନା
ଓଡ଼ିଶା ରାଜନୀତିରେ ବଢ଼ୁଛି ମେଣ୍ଟ ଚର୍ଚ୍ଚା: ବିଜେପିର ଦିଲ୍ଲୀରେ ଚାଲିଛି ଉଚ୍ଚସ୍ତରୀୟ ଆଲୋଚନା #ଭୁବନେଶ୍ୱର(ଏନ୍.ଏମ୍.): ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ଏବେ ବିଜେପି-ବିଜେଡି ମେଣ୍ଟକୁ ନେଇ ଜୋରଦାର ଚର୍ଚ୍ଚା ଚାଲିଛି । ଗୋଟିଏ ପଟେ ବିଜେପି-ବିଜେଡି ମଧ୍ୟରେ ପୂର୍ବଭଳି କାଦୁଅ ଫିଙ୍ଗା ହେଉନଥିବାବେଳେ ସ୍ପଷ୍ଟ ହେଉନି ମେଣ୍ଟ ନିଷ୍ପତ୍ତି । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାଗସ୍ତରେ ଆସି ଥିବାବେଳେ କର୍ମୀମାନେ ଭାବିଥିଲେ ଏଥର ବିଜେଡି ସରକାର ବିରୋଧରେ ବର୍ଷିବା ସହିତ କର୍ମୀମାନଙ୍କୁ ନିର୍ବାଚନନେଇ ଉତ୍ସାହିତ କରିବେ…
