ଅହମ୍ମଦାବାଦ ରଥଯାତ୍ରାରେ ଯୋଗଦେଲେ ଉପ-ମୁଖ୍ୟମନ୍ତ୍ରୀ
ଅହମ୍ମଦାବାଦ ରଥଯାତ୍ରାରେ ଯୋଗଦେଲେ ଉପ-ମୁଖ୍ୟମନ୍ତ୍ରୀ ଅହମ୍ମଦାବାଦ (ଏନ୍.ଏମ୍.): ଗୁଜରାଟର ଅହମ୍ମଦାବାଦ ଓ ଗାନ୍ଧୀନଗର ମଧ୍ୟରେ ଅଡ଼ାଲଜ ଠାରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ କୋଭିଡ୍ କଟକଣା ମଧ୍ୟରେ ପାଳନ କରାଯାଇଛି । ମନ୍ଦିରକୁ ପରିଚାଳନା କରୁଥିବା ଶ୍ରୀଜଗନ୍ନାଥ ସାଂସ୍କୃତିକ ଏକାଡେମୀ ଓ ଅନୁସନ୍ଧାନ କେନ୍ଦ୍ର (ଜେ.ସି.ଏ.ଆର୍.ସି)…




















