ହସ୍ପିଟାଲରେ ଭର୍ତ୍ତି ହେଲେ ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ସ୍ୱାସ୍ଥ୍ୟ

ହସ୍ପିଟାଲରେ ଭର୍ତ୍ତି ହେଲେ ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ

ନୂଆଦିଲ୍ଳୀ (ଏଜେନ୍ସି): କରୋନା ସଂକ୍ରମିତ ହେବା ପରେ ସ୍ୱାସ୍ଥାବସ୍ଥା ବିଗିଡି ଯିବାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କଙ୍କୁ ଆଜି ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କରୋନା ସଂକ୍ରମଣ ପରେ ତାଙ୍କ ସ୍ୱାସ୍ଥଗତ ସମସ୍ୟା ଦେଖାଦେଇଥିବାରୁ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିବା ଜଣାପଡ଼ିଛି । ଗତ…

ସୁପ୍ରିମକୋର୍ଟରେ ଏନସିପିସିଆର ସତ୍ୟପାଠ : କରୋନାରେ ଅନାଥ ହୋଇଛନ୍ତି ୯୩୦୦ ଶିଶୁ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ସ୍ୱାସ୍ଥ୍ୟ

ସୁପ୍ରିମକୋର୍ଟରେ ଏନସିପିସିଆର ସତ୍ୟପାଠ : କରୋନାରେ ଅନାଥ ହୋଇଛନ୍ତି ୯୩୦୦ ଶିଶୁ

ସୁପ୍ରିମକୋର୍ଟରେ ଏନସିପିସିଆର ସତ୍ୟପାଠ : କରୋନାରେ ଅନାଥ ହୋଇଛନ୍ତି ୯୩୦୦ ଶିଶୁ ନୂଆଦିଲ୍ଲୀ (ଏଜେନ୍ସି): କରୋନା ମହାମାରୀ ସମୟରେ ଦେଶରେ ୯୩୦୦ ଶିଶୁ ସେମାନଙ୍କ ମା’ବାପାଙ୍କୁ ହରାଇଥିବା ଜଣାପଡ଼ିଛି । ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନସିପିସିଆର) ପକ୍ଷରୁ ଏ ନେଇ ଆଜି ସୁପ୍ରିମକୋର୍ଟଙ୍କୁ ଅବଗତ କରାଯାଇଛି…

କୋଭିସିଲ୍ଡ ଟିକା ନେଇ ଆଣ୍ଟିବଢ଼ି ବଢ଼ୁନଥିବା ଅଭିଯୋଗ: ଆଶିଆନା ଥାନାର ଦ୍ୱାରସ୍ଥ ହେଲେ ଅଭିଯୋଗକାରୀ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ସ୍ୱାସ୍ଥ୍ୟ

କୋଭିସିଲ୍ଡ ଟିକା ନେଇ ଆଣ୍ଟିବଢ଼ି ବଢ଼ୁନଥିବା ଅଭିଯୋଗ: ଆଶିଆନା ଥାନାର ଦ୍ୱାରସ୍ଥ ହେଲେ ଅଭିଯୋଗକାରୀ

କୋଭିସିଲ୍ଡ ଟିକା ନେଇ ଆଣ୍ଟିବଢ଼ି ବଢ଼ୁନଥିବା ଅଭିଯୋଗ: ଆଶିଆନା ଥାନାର ଦ୍ୱାରସ୍ଥ ହେଲେ ଅଭିଯୋଗକାରୀ ନୂଆଦିଲ୍ଲୀ (ଏଜେନ୍ସି): କୋଭିସିଲ୍ଡ ଟିକା କମ୍ପାନୀ ନିର୍ମାତା ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ମୁଖ୍ୟ ଅଧର ପୁନାୱାଲାଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ଦାବି ହୋଇଛି । ଲକ୍ଷ୍ନୌର ଜଣେ ବ୍ୟକ୍ତି…

କରୋନା ଟିକା ନୀତିକୁ ନେଇ କେନ୍ଦ୍ରକୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି

କରୋନା ଟିକା ନୀତିକୁ ନେଇ କେନ୍ଦ୍ରକୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ

କରୋନା ଟିକା ନୀତିକୁ ନେଇ କେନ୍ଦ୍ରକୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ (ଏଜେନ୍ସି): କରୋନା ଟିକା ନେଇ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ବିଭିନ୍ନ ପ୍ରଶ୍ନ କରିଛନ୍ତି । କେନ୍ଦ୍ର ସରକାର ରାଜ୍ୟ ଗୁଡ଼ିକୁ ୧୮-୪୪ ବର୍ଗର ବ୍ୟକ୍ତିଙ୍କ ପାଇଁ ୫୦ ପ୍ରତିଶତ ଟିକା ପଠାଉଛନ୍ତି । ବାକି ଟିକା…

ମୁଖ୍ୟମନ୍ତ୍ରୀ କେଜିରୱାଲଙ୍କ ଘୋଷଣା ଦିଲ୍ଲୀରେ ଆରମ୍ଭ ହେବ ତାଲା ଖୋଲିବା ପ୍ରକ୍ରିୟା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ସ୍ୱାସ୍ଥ୍ୟ

ମୁଖ୍ୟମନ୍ତ୍ରୀ କେଜିରୱାଲଙ୍କ ଘୋଷଣା ଦିଲ୍ଲୀରେ ଆରମ୍ଭ ହେବ ତାଲା ଖୋଲିବା ପ୍ରକ୍ରିୟା

ନୂଆଦିଲ୍ଲୀ(ଏଜେନ୍ସି): ରାଜଧାନୀ ନୂଆଦିଲ୍ଲୀ ପ୍ରଥମେ କରୋନା ସଂକ୍ରମିତ ସଂଖ୍ୟା ହୁହୁ ହୋଇ ବଢ଼ିବା ସହ ଅଣାୟତ ପରିସ୍ଥିତି ସୃଷ୍ଟି ହେବାରୁ ସରକାର ଓ ପ୍ରଶାସନ ପକ୍ଷରୁ ଲକ୍ଡାଉନ ଜାରି କରାଯାଇଥିଲା । ତେବେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଅନଲକ୍ ପ୍ରକ୍ରିୟା ଆରମ୍ଭ ହେବା ନେଇ ଆଜି…

କମ୍ପାନୀ ପକ୍ଷରୁ କରୋନା ଔଷଧ ‘ଟୁ-ଡିଜି’ର ମୂଲ୍ୟ ନିର୍ଦ୍ଧାରଣ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ସ୍ୱାସ୍ଥ୍ୟ

କମ୍ପାନୀ ପକ୍ଷରୁ କରୋନା ଔଷଧ ‘ଟୁ-ଡିଜି’ର ମୂଲ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ (ଏଜେନ୍ସି): ଭାରତୀୟ ପ୍ରତିରକ୍ଷା ଗବେଷଣା ସଂସ୍ଥା ଡିଆରଡିଓ ଏବଂ ଅନ୍ୟତମ ଫାର୍ମା କମ୍ପାନୀ ଡକ୍ଟର ରେଡିସର ମିଳିତ ସହଯୋଗରେ ପ୍ରସ୍ତୁତ ହୋଇଥିବା କରୋନା ଔଷଧ ଟୁ-ଡିଜିର ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି । ଗୋଟିଏ ସକେଟ୍ ଟୁ-ଡିଜି ଔଷଧର ଦାମ୍ ୯୯୦ ଟଙ୍କା କମ୍ପାନୀ ପକ୍ଷରୁ ରଖାଯାଇଛି ।…

ବାତ୍ୟା ୟାସରେ କ୍ଷୟକ୍ଷତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ: ଓଡ଼ିଶା ଦୀର୍ଘ ସୂତ୍ରୀ ବ୍ୟବସ୍ଥା ପାଇଁ ଦାବି ଉଠାଇଲେ ନବୀନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବାତ୍ୟା ୟାସରେ କ୍ଷୟକ୍ଷତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ: ଓଡ଼ିଶା ଦୀର୍ଘ ସୂତ୍ରୀ ବ୍ୟବସ୍ଥା ପାଇଁ ଦାବି ଉଠାଇଲେ ନବୀନ

୫୦୦କୋଟି ଟଙ୍କାର ସହାୟତା ଘୋଷଣା କଲେ ନରେନ୍ଦ୍ର ମୋଦୀ ଭୁବନେଶ୍ୱର (ଏନ୍.ଏମ୍.): ବାତ୍ୟା ୟାସ କ୍ଷୟକ୍ଷତିର ସମୀକ୍ଷା ପାଇଁ ଆଜି ଓଡିଶା ଓ ପଶ୍ଚମିବଙ୍ଗ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚô ସମୀକ୍ଷା ବୈଠକରେ…

୬୦ତମ ଜାତୀୟ ଆନ୍ତଃରାଜ୍ୟ ବରିଷ୍ଠ କ୍ରୀଡ଼ା ଚାମ୍ପିୟନସିପ-୨୦୨୧: କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ ଆରମ୍ଭ କଲେ ଆଥେଲେଟ୍ ପାର୍ବତୀ
Slider କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

୬୦ତମ ଜାତୀୟ ଆନ୍ତଃରାଜ୍ୟ ବରିଷ୍ଠ କ୍ରୀଡ଼ା ଚାମ୍ପିୟନସିପ-୨୦୨୧: କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ ଆରମ୍ଭ କଲେ ଆଥେଲେଟ୍ ପାର୍ବତୀ

କଟକ (ଏନ୍.ଏମ୍.): ଆସନ୍ତା ଜୁନ୍ ୧୫ ତାରିଖରେ ପଞ୍ଜାବର ପତିଆଲାଠାରେ ହେବାକୁ ଥିବା ଇଣ୍ଡିଆନ୍ ଗ୍ରାଣ୍ଡ ପ୍ରିକ୍ସ-୪ ଓ ସିନିୟର ଇଣ୍ଟର ଷ୍ଟେଟ ପ୍ରତିଯୋଗୀତାରେ ଭାଗ ନେବା ପାଇଁ ଆନ୍ତର୍ଜାତୀୟ ଆଥେଲେଟ ପାର୍ବତୀ କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ ଆରମ୍ଭ କରିଛନ୍ତି । ପାର୍ବତୀ ତିନି ଦଶନ୍ଧି ଧରି ବିଭିନ୍ନ…

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ:ୟାସ ପ୍ରଭାବିତ ଅଞ୍ଚଳ କରିବେ ପରିଦର୍ଶନ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ:ୟାସ ପ୍ରଭାବିତ ଅଞ୍ଚଳ କରିବେ ପରିଦର୍ଶନ

ନୂଆଦିଲ୍ଲୀ (ଏଜେନ୍ସି): ସାମୁଦ୍ରିକ ଝଡ଼ ୟାସ ଓଡ଼ିଶାର ବହୁ ଅଞ୍ଚଳକୁ ପ୍ରଭାବିତ କରିଛି । ଏଥି ସହିତ ପଶ୍ଚିମବଙ୍ଗ ଅଞ୍ଚଳରେ ମଧ୍ୟ କ୍ଷୟକ୍ଷତି ଘଟାଇଛି । ତେବେ ବାତ୍ୟା ୟାସର କ୍ଷୟକ୍ଷତି ପରିଦର୍ଶନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସୁଥିବା ଜଣାପଡ଼ିଛି ।…

ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବାତ୍ୟା ୟଶ ମୁକାବିଲା ପ୍ରସ୍ତୁତି ନେଇ ଅତିରିକ୍ତ ଡିଜିଙ୍କ ସମୀକ୍ଷା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ବାତ୍ୟା ୟଶ ମୁକାବିଲା ପ୍ରସ୍ତୁତି ନେଇ ଅତିରିକ୍ତ ଡିଜିଙ୍କ ସମୀକ୍ଷା

୨ ଜିଲ୍ଲାର ୮୪ ଗ୍ରାମର ୧ ଲକ୍ଷ ୮୫ ହଜାର ୧୫୮ ଲୋକ ହେବେ ସ୍ଥାନାନ୍ତର ୨୪୪ ବାତ୍ୟା ଆଶ୍ରୟ ସ୍ଥଳ ଓ ୧ ହଜାର ୭୬୩ ବିଦ୍ୟାଳୟ ପ୍ରସ୍ତୁତ କଟକ(ଏନ୍.ଏମ୍.): ବାତ୍ୟା ‘ୟଶ’ର ମୁକାବିଲା ଓ ବାତ୍ୟା ପରର ଉଦ୍ଧାର ଓ ପୁନରୁଦ୍ଧାର କାର୍ଯ୍ୟ ପାଇଁ ବାଲେଶ୍ୱର…

ୟାସ ମୁକାବିଲା ପାଇଁ ବିଭିନ୍ନ ସମ୍ଭାବ୍ୟ ପ୍ରଭାବିତ ସ୍ଥାନରେ ପହଞ୍ଚିଲେ ସଶସ୍ତ୍ର ସେନା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ୟାସ ମୁକାବିଲା ପାଇଁ ବିଭିନ୍ନ ସମ୍ଭାବ୍ୟ ପ୍ରଭାବିତ ସ୍ଥାନରେ ପହଞ୍ଚିଲେ ସଶସ୍ତ୍ର ସେନା

ନୂଆଦିଲ୍ଲୀ (ଏଜେନ୍ସି): ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ୟାସ୍’ ମୁକାବିଲା ନିମନ୍ତେ ସଶସ୍ତ୍ର ସେନା ବିଭିନ୍ନ ସ୍ଥାନରେ ପହଞ୍ଚିଛନ୍ତି । ଆସନ୍ତା ୨୬ତାରିଖ ବୁଧବାର ଦିନ ପୂର୍ବ ଉପକୂଳରେ ମାଡ ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ’ ପ୍ରଭାବର ମୁକାବିଲା ନିମନ୍ତେ ସଶସ୍ତ୍ର ସେନା ପ୍ରସ୍ତୁତି…

ବାତ୍ୟା ‘ୟାସ’ ମୁକାବିଲା ନେଇ ୩ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହାଙ୍କ ସମୀକ୍ଷା
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି ରାଜ୍ୟ

ବାତ୍ୟା ‘ୟାସ’ ମୁକାବିଲା ନେଇ ୩ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଅମିତ ଶାହାଙ୍କ ସମୀକ୍ଷା

ନୂଆଦିଲ୍ଲୀ (ଏଜେନ୍ସି): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ଭୀଷଣ ବାତ୍ୟାରେ ପରିଣତ ହୋଇଛି । ଏହି ବାତ୍ୟାରେ ଦେଶର ୩ଟି ରାଜ୍ୟ ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି ହୋଇଛି । ତେବେ ବାତ୍ୟା ୟାସ ପାଇଁ ଓଡ଼ିଶା, ପଶ୍ଚିମବଙ୍ଗ ଓ ଆନ୍ଧ୍ରପ୍ରଦେଶ ଆଦି ୩ଟି…

ଆଇଏମଡିର ସତର୍କ: ୧୨ ଘଣ୍ଟା ଭିତରେ ଭୀଷଣ ବାତ୍ୟାର ରୂପ ନେବ ‘ୟାସ’
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ଆଇଏମଡିର ସତର୍କ: ୧୨ ଘଣ୍ଟା ଭିତରେ ଭୀଷଣ ବାତ୍ୟାର ରୂପ ନେବ ‘ୟାସ’

ଭୁବନେଶ୍ୱର(ଏନ୍.ଏମ୍.): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ୟାସ ଏବେ ବାତ୍ୟାର ରୂପ ନେବାକୁ ଯାଉଛି । ଗତ ୬ ଘଣ୍ଟା ମଧ୍ୟରେ ଏହା ମାତ୍ର ୨ କିଲୋମିଟର ବେଗରେ ଆଗକୁ ବଢ଼ୁଛି । ତେବେ ବାତ୍ୟା ଯେତେ ଧୀରେଧୀରେ ଗତି କରିବ, ସେତେ ଶକ୍ତିଶାଳୀ…

ବାତ୍ୟା ୟାସ ନେଇ ଆଇଏମଡିର ସୂଚନା : ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ!
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ମନୋରଞ୍ଜନ ରାଜ୍ୟ

ବାତ୍ୟା ୟାସ ନେଇ ଆଇଏମଡିର ସୂଚନା : ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ!

ଭୁବନେଶ୍ୱର(ଏନ୍.ଏମ୍.): ସାମୁଦ୍ରିକ ଝଡ଼ ‘ୟାସ୍’ ବାତ୍ୟାର ରୂପନେଇ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ଆକଳନ କରାଯାଇଛି । ଆଇଏମ୍ଡି ମହାନିଦେ୍ର୍ଦଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଆଜି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଅବପାତରେ ପରିଣତ…

ସାମୁଦ୍ରିକ ଝଡ଼ ‘ୟାସ୍’ ପାଇଁ ୯୦ଟି ଟ୍ରେନ ବାତିଲ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ସାମୁଦ୍ରିକ ଝଡ଼ ‘ୟାସ୍’ ପାଇଁ ୯୦ଟି ଟ୍ରେନ ବାତିଲ

ଭୁବନେଶ୍ୱର(ଏନ୍.ଏମ୍.): ସାମୁଦ୍ରିକ ଝଡ଼ ‘ୟାସ୍’ ପାଇଁ ରେଳ ବିଭାଗ ପୂର୍ବରୁ ୭୪ଟି ଟ୍ରେନ୍କୁ ବାତିଲ କରି ଥିବାବେଳେ ଏବେ ଆଉ ୧୬ଟି ଟ୍ରେନ୍କୁ ବାତିଲ କରିଛି । ତେବେ ବାତ୍ୟା ୟାସ ପାଇଁ ରେଳ ବିଭାଗ ମୋଟ୍ ୯୦ ଟ୍ରେନ୍ ଚଳାଚଳ ବାତିଲ କରିଥିବା ଜଣାପଡ଼ିଛି । ରେଳବିଭାଗର…

ୟସ ମୁକାବିଲା ପାଇଁ ବିଭିନ୍ନ ଜିଲ୍ଲାକୁ ଯିବେ ଓଡ଼୍ରାଫ ଟିମ୍‌
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ୟସ ମୁକାବିଲା ପାଇଁ ବିଭିନ୍ନ ଜିଲ୍ଲାକୁ ଯିବେ ଓଡ଼୍ରାଫ ଟିମ୍‌

ଭୁବନେଶ୍ୱର (ଏନ୍‌.ଏମ୍‌.): ସାମୁଦ୍ରିକ ଝଡ଼ ୟସ ବାତ୍ୟା ମୁକାବିଲା ପାଇଁ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି । ପ୍ରଶାସନ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାକୁ ଯିବେ ଏନଡିଆରଏଫ୍, ଓଡ୍ରାଫ ଓ ଅଗ୍ନିଶନ ବିହାନୀ ଟିମ୍ ପଠାଯିବ । ସ୍ୱତନ୍ତ୍ର ରିଳିଫ କମିଶନଋଙ୍କ କାର୍ଯ୍ରାଳୟ ସୂତି୍ରରୁ…

ଗିରଫ ହେଲେ ଅଲମ୍ପିକ ପଦକ ବିଜେତା ସୁଶୀଲ କୁମାର
Slider ଅପରାଧ କ୍ରୀଡା ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ

ଗିରଫ ହେଲେ ଅଲମ୍ପିକ ପଦକ ବିଜେତା ସୁଶୀଲ କୁମାର

ନୂଆଦିଲ୍ଲୀ (ଏନ୍‌.ଏମ୍‌.) : ଏକ ହତ୍ୟା ମାମଲାରେ ଫେରାର୍ ଥିବା ଅଲିମ୍ପିକ ପଦକ ବିଜେତା ତଥା କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି । କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ, ଦିଲ୍ଲୀ…

ମଣିପୁରରେ ମୃଦୁ ଭୂମିକମ୍ପ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ

ମଣିପୁରରେ ମୃଦୁ ଭୂମିକମ୍ପ

କଟକ,(ଏନ୍‌.ଏମ୍‌.): ଆଜି ସକାଳୁ ମଣିପୁର ଅଞ୍ଚଳରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି । ଭୂମିକମ୍ପର ତିବ୍ରତା ରିକ୍ଟରସ୍କେଲରେ ୪.୩ ରହିଥିଲା । ତେବେ ଏହି ଭୂମିକମ୍ପ ହାଲୁକା ରହିଥିବା କୁହାଯାଉଛି । ସୂଚନା ଅନୁଯାୟୀ ଆଜି ସକାଳ ୬ଟା ୫୬ମିନିଟ ସମୟରେ ହଠାତ୍‌ ହାଲୁକା ଝଟକା ଅନୁଭବ ହୋଇଥିଲା…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୬ରେ ଛୁଇଁବ ଉପକୂଳ
Slider ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜ୍ୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୬ରେ ଛୁଇଁବ ଉପକୂଳ

ଭୁବନେଶ୍ୱର (ଏନ୍‌.ଏମ୍‌.): ବଙ୍ଗୋପ ସାଗରରେ ସମ୍ଭାବ୍ୟ ବାତ୍ୟା ‘ୟାସ’କୁ ନେଇ ଆଇଏମଡିର ପୂର୍ବ ଆକଳନ ଠିକ୍ ସାବ୍ୟସ୍ତ ହୋଇଛି । ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ରମେ ଘନୀଭୂତ ହୋଇ ଆସନ୍ତା୨୪ ତାରିଖରେ ବାତ୍ୟାରେ ପରିଣତ ହେବ…

ଲାଲୁଙ୍କୁ କ୍ଲିନଚିଟ ଦେଲା ସିବିଆଇ !
Slider ଅପରାଧ ଦେଶ ବିଦେଶ ପପୁଲାର ନିଓଜ ବ୍ରେକିଙ୍ଗ ନିଉଜ ରାଜନୀତି

ଲାଲୁଙ୍କୁ କ୍ଲିନଚିଟ ଦେଲା ସିବିଆଇ !

ନୂଆଦିଲ୍ଲୀ (ଏଜେନ୍ସି): ପୂର୍ବତନ ରେଳମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଡିଏଲଏଫ ଲାଞ୍ଚ କାରବାର ମାମଲାରେ ସିବିଆଇ କ୍ଲିନଚିଟ୍ ଦେଇଥିବା ଜଣାପଡ଼ିଛି । ସିବିଆଇ ସୂତ୍ରରୁ ଏଭଳି ତଥ୍ୟ ମିଳିଥିବା ଜଣାପଡ଼ିଛି । ସେ ରେଳବାଇ ମନ୍ତ୍ରୀ ଥିବା ବେଳେ ଡିଏଲଏଫ ଲାଞ୍ଚ କାରବାର ମାମଲା…