ପୂର୍ବତନ ସାଂସଦ ଅନାଦି ସାହୁଙ୍କ ପରଲୋକ

ପୂର୍ବତନ ସାଂସଦ ଅନାଦି ସାହୁଙ୍କ ପରଲୋକ #କଟକ(ଏନ୍‌.ଏମ୍‌.): ପୂର୍ବତନ ସାଂସଦ ଅନାଦି ସାହୁଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ହୋଇଥିଲା । କଟକର ସିଡିଏ ସ୍ଥିତ ବାସଭବନରେ ଗତକାଲି ବିଳମ୍ବିତ ରାତିରେ ଅନାଦି ସାହୁ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ଅନାଦି ସାହୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ । ୨ରୁ୩ ବର୍ଷ ହେବ ସେ ଶଯ୍ୟାଶାୟୀ ଥିଲେ । ଅନାଦି ସାହୁ ଜଣେ ଦକ୍ଷ ପୁଲିସ…

Read More

ଏନ.ଆର.ଆର.ଆଇରେ ପେନସନର୍ସ ସମ୍ମିଳନୀ

ଏନ.ଆର.ଆର.ଆଇରେ ପେନସନର୍ସ ସମ୍ମିଳନୀ #କଟକ(ଏନ୍‌.ଏମ୍‌.): ସ୍ଥାନୀୟ ବିଦ୍ୟାଧରପୁର ସ୍ଥିତ ଆଇସିଏଆର ପୂର୍ବାଞ୍ଚଳ ପେନସନର୍ସ ଆସୋସିଏସନର ଦ୍ୱିତୀୟ ବାର୍ଷିକ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ଆଇସିଏଆର ପୂର୍ବାଞ୍ଚଳର ୧୫୦ରୁ ଉର୍ଦ୍ଧ୍ୱ ପେନସନର୍ସ ଯୋଗ ଦେଇଥିଲେ । ସଭାପତି ଡ. ଶରତ ଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେବା ସହ ଆସୋସିଏସନ ଗଠନର ଲକ୍ଷ୍ୟ ଏବଂ କାର୍ଯ୍ୟକଳାପ ସମ୍ପର୍କରେ ଅବଗତ କରିଥିଲେ । ସର୍ବଭାରତୀୟ କେନ୍ଦ୍ରୀୟ ପେନସନର ଆସୋସିଏସନ, ଓଡିଶା ସଭାପତି ଜୟକୃଷ୍ଣ ଆଚାର୍ଯ୍ୟ ମୁଖ୍ୟବକ୍ତା…

Read More

ନଦୀବନ୍ଧ ପୁନର୍ବାସ ଓ ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟଧାରାର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା

ନଦୀବନ୍ଧ ପୁନର୍ବାସ ଓ ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟଧାରାର ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ଡ୍ୟାମ୍ ସୁରକ୍ଷା କ୍ଷେତ୍ରରେ ଓଡ଼ିଶାର ଭୂମିକାକୁ ବିଶ୍ୱ ବ୍ୟାଙ୍କ ସମେତ ବିଭିନ୍ନ ସଂଗଠନର ପ୍ରଶଂସା #ଭୁବନେଶ୍ୱର (ଏନ୍‌.ଏମ୍‌.): ନଦୀବନ୍ଧ ପୁନର୍ବାସ ଓ ଉନ୍ନତିକରଣ ପ୍ରକଳ୍ପ (ଡିଆରଆଇପି)ର କାର୍ଯ୍ୟଧାରାର ସମୀକ୍ଷା ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ ଜାନୁଆରୀ ୧୮ ଓ ୧୯ ତାରିଖ ଦୁଇଦିନ ଧରି ଭୁବନେଶ୍ୱରରେ ମଧ୍ୟବର୍ତ୍ତୀକାଳୀନ ସମୀକ୍ଷା ମିଶନ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମେଘାଳୟ, ଡିଭିସି, ୟୁଜେଭିଏନଏଲ…

Read More

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ଥିତି ଅନୁଧ୍ୟାନ କଲେ ଡିଜିପି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସ୍ଥିତି ଅନୁଧ୍ୟାନ କଲେ ଡିଜିପି #ପୁରୀ(ଏନ୍‌.ଏମ୍‌.): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଆସନ୍ତା ୧୭ରେ ଲୋକାର୍ପଣ ଉତ୍ସବ ପୂର୍ବରୁ ଆଜି ପୁରୀରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡ଼ଙ୍ଗୀ । ତାଙ୍କ ସହ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀମାନେ ଆଜି ଯଜ୍ଞ ସ୍ଥଳ, ଶ୍ରୀସେତୁ, ଶ୍ରୀମାର୍ଗ, ଜଗନ୍ନାଥ ବଲ୍ଲଭରେ ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି…

Read More

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଭାସ୍କର୍ଯ୍ୟରେ ଚମକୁଛି ପୁରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଭାସ୍କର୍ଯ୍ୟରେ ଚମକୁଛି ପୁରୀ ପୁରୀ(ଏନ୍‌.ଏମ୍‌.): ମର୍ତ୍ତ୍ୟର ବୈକୁଣ୍ଠ କୁହାଯାଉଥିବା ଶ୍ରୀକ୍ଷେତ୍ର ଧାମ ଏବେ ଚମକୁଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନ ନିମନ୍ତେ ପୁରୀ ସହର ଏବେ ନବ ବଧୂ ଭଳି ସଜେଇ ହୋଇଛି । କେବଳ ସେତିକି ନୁହେଁ ଶ୍ରୀସେତୁର ଶିରି ବଢ଼ାଉଛି ପଥର କାରୁକାର୍ଯ୍ୟ । ସେତୁର ଉଭୟ ପାର୍ଶ୍ୱରେ ଶ୍ରୀଜଗନ୍ନାଥ ସଂସ୍କୃତିର ଅନୁଭବ ଦେଉଛି ପଥର ଭାସ୍କର୍ଯ୍ୟ । ସେତୁ କାନ୍ଥରେ ଆକର୍ଷଣ ସାଜିଛି ମାଣବସା ଝୋଟି ଚିତା…

Read More

କଟକ ଜିଲ୍ଲାରେ ପ୍ରଶାସନିକ ଅଧିକାରୀଙ୍କ ଉପରେ ତେଜୁଛି ଅସନ୍ତୋଷ: ୭ ମାସ ହେଲା ଚାଉଳ ମିଳିନଥିବାରୁ ଅର୍ପଣ ରଥକୁ ଅଟକାଇଲେ ଗ୍ରାମବାସୀ

କଟକ ଜିଲ୍ଲାରେ ପ୍ରଶାସନିକ ଅଧିକାରୀଙ୍କ ଉପରେ ତେଜୁଛି ଅସନ୍ତୋଷ: ୭ ମାସ ହେଲା ଚାଉଳ ମିଳିନଥିବାରୁ ଅର୍ପଣ ରଥକୁ ଅଟକାଇଲେ ଗ୍ରାମବାସୀ #ନରସିଂହପୁର(ଏନ୍‌.ଏମ୍‌.): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଉଦ୍‌ଘାଟନର ଅବ୍ୟବହିତ ପୂର୍ବରୁ ରାଜ୍ୟ ବ୍ୟାପୀ ଶ୍ରୀଜଗନ୍ନାଥ ଅର୍ପଣ ରଥ ପରିକ୍ରମା କରୁଥିବାବେଳେ ସବୁଆଡେ ଭବ୍ୟ ସ୍ୱାଗତ କରାଯାଉଛି । ମାତ୍ର କଟକ ଜିଲ୍ଲା ନରସିଂହପୁର ଅଞ୍ଚଳରେ ଗ୍ରାମବାସୀମାନେ ଅର୍ପଣ ରଥକୁ ଅଟକାଇ ବିରୋଧ ପ୍ରଦର୍ଶନ କରିବା ଘଟଣା ସମସ୍ତଙ୍କୁ ଚକିତ କରିଛି । ଯାହା ଫରେ ସରକାର…

Read More

ଆକାଶ ପଥ ସହ ଯୋଡ଼ିହେଲା ମାଲକାନଗିରି

ଆକାଶ ପଥ ସହ ଯୋଡ଼ିହେଲା ମାଲକାନଗିରି ମାଲକାନାଗିରି(ଏନ୍‌.ଏମ୍‌.): ଆକାଶ ପଥ ସହ ଯୋଡ଼ି ହୋଇଛି ମାଲକାନଗିରି । ଲୋକାର୍ପିତ ହୋଇଛି ମାଲକାନଗିରି ଏୟାରପୋର୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଠାରେ ନୂତନ ବିମାନବନ୍ଦରକୁ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ୍ ମାଲକାନଗିରିରେ ପହଞ୍ଚି ଉଦ୍‌ଘାଟନ କରିଥିଲେ । ଏହାଛଡ଼ା ପରିବହନ ମନ୍ତ୍ରୀ ଟୁକୁନି ସାହୁ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି । ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ ଟର୍ମିନାଲ-୨ ପରିଦର୍ଶନ କରିଥିଲେ ।…

Read More

ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ #ଚୌଦ୍ୱାର(ଏନ୍‌.ଏମ୍‌.): ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପହଞ୍ଚି ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିଛନ୍ତି । ଶନିବାର ରାତିରେ ଧବଳେଶ୍ୱରରେ ପହଞ୍ଚିିବା ପରେ ସେଠାରେ ଥିବା ଗେଷ୍ଟ ହାଉସରେ ରାତ୍ରିଯାପନ କରିଥିଲେ । ରବିବାର ଦିନ ସକାଳ ୮ଟା ବେଳେ ମନ୍ତ୍ରୀ ଶ୍ରୀ ବୈଷ୍ଣବ ଧବଳେଶ୍ୱରଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ରେଳମନ୍ତ୍ରୀଙ୍କ ସହ କଟକ…

Read More

ସର୍ବଭାରତୀୟ ନବମ କରାଟେ ପ୍ରତିଯୋଗୀତା

ସର୍ବଭାରତୀୟ ନବମ କରାଟେ ପ୍ରତିଯୋଗୀତା #କଟକ(ଏନ୍‌.ଏମ୍‌.): ସର୍ବଭାରତୀୟ ନବମ କରାଟେ ପ୍ରତିଯୋଗୀତା ଟିଏସ୍‌କେଏଫଆଇ (ଟ୍ରାଡିସନାଲ ସୋଟୋକମ୍ କରାଟେ ଫେଡେରେସନ ଅଫ ଇଣ୍ଡିଆ) କରାଟେ -୨୦୨୪ ପ୍ରତିଯୋଗୀତା ଚାଉଳିଆଗଞ୍ଜ ସ୍ଥିତ ଶ୍ରୀକ୍ଷେତ୍ର ମଣ୍ଡପ ଠାରେ ଉଦଘାଟନୀ ହୋଇଯାଇଥିବାବେଳେ ୭ରେ ଉଦଯାପନୀ ସମାରୋହ ଅନୁଷ୍ଠିତ ହେବ । ଟିଏସକେଏଫଆଇର ନିର୍ଦ୍ଦେଶକ ଆଦିତ୍ୟ ମିଶ୍ରଙ୍କ ନେତୃତ୍ୱରେ ଆୟୋଜିତ ପ୍ରତିଯୋଗୀତାରେ ଭାରତ ବର୍ଷର ଓଡିଶା, ମହାରାଷ୍ଟ୍ର, ଛତିଷିଗଡ, ଝାଡଖଣ୍ଡ ଏବଂ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟରୁ ୫ବର୍ଷରୁ ଆରମ୍ଭ କରି ୪୦ ବର୍ଷ ପର୍ଯ୍ୟନ୍ତ…

Read More

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ କଲେ ମୁଖ୍ୟ ଶାସନ ସଚିବ #ପୁରୀ(ଏନ୍‌.ଏମ୍‌.): ଜଗତର ଠାକୁର ଶ୍ରୀ ଜଗନ୍ନାଥଙ୍କ ବଡଦେଉଳର ଉନ୍ନତିକରଣ ନିମନ୍ତେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ । ଏହାକୁ ରାଜ୍ୟସରକାର ଖୁବ ଶିଘ୍ର ଲୋକାର୍ପଣ କରିବା ପାଇଁ ଯାଉଛନ୍ତି । ତେଣୁ ଭବ୍ୟ ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ଜୋରଦାର ପ୍ରସ୍ତୁତି ମଧ୍ୟ ଚାଲିଛି । ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା…

Read More

ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ, ଅନିର୍ଦ୍ଦିଷ୍ଟ କାଳ ଯାଏଁ ଚାଲିବ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ: ଡ୍ରାଇଭର ମହାସଂଘ

ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ ଅନିର୍ଦ୍ଦିଷ୍ଟ କାଳ ଯାଏଁ ଚାଲିବ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ: ଡ୍ରାଇଭର ମହାସଂଘ #ଭୁବନେଶ୍ୱର(ଏନ୍‌.ଏମ୍‌.): ପୁଣି ଥରେ ଆରମ୍ଭ ହୋଇଛି ଡ୍ରାଇଭରଙ୍କ ଦେଶବ୍ୟାପୀ ଆନ୍ଦୋଳନ । ନୂଆ ହିଟ୍ ଆଣ୍ଡ ରନ ଆଇନକୁ ବିରୋଧ କରି ଦୁଇ ଦିନ ତଳେ ପ୍ରତ୍ୟାହୃତ ହୋଇଥିବା ଆନ୍ଦୋଳନ ଆଜିଠୁ ପୁଣି ଥରେ ସମଗ୍ର ଦେଶରେ ଆରମ୍ଭ ହୋଇଛି । ଏଥିରେ ଓଡିଶାର ସମସ୍ତ ଡ୍ରାଇଭର ମଧ୍ୟ ସାମିଲ ହେବେ ବୋଲି ରାଜ୍ୟ ଡ୍ରାଇଭର…

Read More