କଟକରେ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ବୁଦ୍ଧିଜୀବୀ ସମ୍ମିଳନୀ

କଟକରେ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ବୁଦ୍ଧିଜୀବୀ ସମ୍ମିଳନୀ କଟକ(ଏନ୍‌.ଏମ୍‌.): ଶାରଳା ଭବନରେ କେନ୍ଦ୍ର ସରକାରଙ୍କ “ଆତ୍ମନିର୍ଭର ଅର୍ଥବ୍ୟବସ୍ଥା ଯୁକ୍ତ ଭାରତର ବଜେଟ-୨୦୨୨’ ସମ୍ବନ୍ଧରେ କଟକନଗର ବିଜେପି ବୁଦ୍ଧିଜୀବୀ ପ୍ରକୋଷ୍ଠ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ସଭା ଆରମ୍ଭରେ ଭାରତ ରତ୍ନ ଲତା ମଙ୍ଗେସକର ଙ୍କର ନିଧନରେ ଦୁଃଖ ପ୍ରକାଶ କରାଯାଇ ଶୋକ ପ୍ରସ୍ତାବ ପାରିତ ହୋଇ ନିରବ ପ୍ରାର୍ଥନା କରାଯାଇଥିଲା । କଟକନଗର ଜିଲ୍ଲା ସଭାପତି ଲଲାଟେନ୍ଦୁ ବଡୁ ସଭାପତିତ୍ୱ କରି ପରିଚୟ ଓ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ…

Read More

ଆଉ ଶୁଣିବାକୁ ମିଳିବନି ଲତାଙ୍କ ସ୍ୱର: ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ କେନ୍ଦ୍ର ସରକାର

ଆଉ ଶୁଣିବାକୁ ମିଳିବନି ଲତାଙ୍କ ସ୍ୱର: ୨ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ କେନ୍ଦ୍ର ସରକାର ମୁମ୍ବାଇ(ଏଜେନ୍ସି): ଆଉ ଶୁଣିବାକୁ ମିଳିବନି ଲତା ମଙ୍ଗେସକରଙ୍କ ମଧୁର ସ୍ୱରର ଝଙ୍କାର । ସବୁଦିନ ପାଇଁ ନୀରବି ଯାଇଛି ତାଙ୍କ କଣ୍ଠର ଯାଦୁ । ୯୨ ବର୍ଷରେ ସମସ୍ତଙ୍କୁ ଛାଡ଼ି ଚାଲିଗଲେ ପ୍ରିୟ ଲତା ଦିଦି । ତାଙ୍କୁ ଆଜି ଝୁରୁଛି ପୂରା ଦେଶ । ଓଡ଼ିଶା ବି ଏଥିରୁ ବାଦ୍ ପଡିନି । ଓଡ଼ିଶା ସହ ବି…

Read More

ସେନା ପୋଷାକ ପିନ୍ଧି ଅଡ଼ୁଆରେ ପ୍ରଧାନମନ୍ତ୍ରୀ ମୋଦି, ପିଏମଓକୁ ଗଲା କୋର୍ଟ ନୋଟିସ

ସେନା ପୋଷାକ ପିନ୍ଧି ଅଡ଼ୁଆରେ ପ୍ରଧାନମନ୍ତ୍ରୀ ମୋଦି, ପିଏମଓକୁ ଗଲା କୋର୍ଟ ନୋଟିସ ଲକ୍ଷ୍ନୌ(ଏଜେନ୍ସି): ଭାରତୀୟ ସେନାର ପୋଷାକ ପିନ୍ଧି ବିବାଦରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତବର୍ଷ କଶ୍ମୀର ଯିବା ସମୟରେ ପ୍ରଧାନମନ୍ତ୍ରୀ ମୋଦି ସେନା ପୋଷାକ ପିନ୍ଧିଥିଲେ । ତେବେ ଏହା ବିରୋଧରେ ଆଗତ ଆବେଦନର ଶୁଣାଣି କରି ଉତ୍ତର ପ୍ରଦେଶର ଗୋଟିଏ ଜିଲ୍ଲା କୋର୍ଟ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ(ପିଏମଓ)କୁ ନୋଟିସ କରିଛନ୍ତି। ଆବେଦନକାରୀ ଶୁଣାଣି ବେଳେ ଏପରି ପୋଷାକ ପରିଧାନ ଦଣ୍ଡନୀୟ ଅପରାଧ ବୋଲି…

Read More

ଶୋଇଥିବାବେଳେ ବାପପୁଅଙ୍କୁ ଦଳିଦେଲା ଦନ୍ତା: ବାପ ଗୁରୁତର ପୁଅ ମୃତ

ଶୋଇଥିବାବେଳେ ବାପପୁଅଙ୍କୁ ଦଳିଦେଲା ଦନ୍ତା: ବାପ ଗୁରୁତର ପୁଅ ମୃତ କାମାକ୍ଷାନଗର(ଏନ.ଏମ୍‌.): ଦିନକୁ ଦିନ ହାତୀମାନେ ଗ୍ରାମାଭିମୁଖୀ ହେବା ସହ ବହୁ ଧନଜୀବନ କ୍ଷତି କରୁଛନ୍ତି । ଏପରିକି ଅନ୍ଧାର ରାତିରେ ତାଣ୍ଡବ ସୃଷ୍ଟି କରିବା ଯୋଗୁଁ ଜନସାଧାରଣ ଅତିଷ୍ଠ ହୋଇପଡ଼ିଲେଣି । ଏପରିକି କାମାକ୍ଷାନଗର ଅଞ୍ଚଳରେ ବାପପୁଆ ହାତୀ ଆକ୍ରମଣର ଶିକାର ହୋଇ ପୁଅର ମୃତ୍ୟୁ ହୋଇଥିବାବେଳେ ବାପ ଗୁରୁତର ଅବସ୍ଥାରେ ମୃତ୍ୟୁ ସହ ସଂଗ୍ରାମ କରୁଛି । ସୂଚନା ଅନୁଯାୟୀ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର…

Read More

ଏମାର ମଠରୁ ଆହୁରି ମିଳିପାରେ ଗୁପ୍ତଧନ: ପୁଣି ଖୋଳା ଆରମ୍ଭ

ଏମାର ମଠରୁ ଆହୁରି ମିଳିପାରେ ଗୁପ୍ତଧନ: ପୁଣି ଖୋଳା ଆରମ୍ଭ ପୁରୀ(ଏନ୍‌.ଏମ୍‌.): ଏମାର ମଠରୁ ବହୁ ମୂଲ୍ୟବାନ ସାମଗ୍ରୀ ଉଦ୍ଧାର ହେବା ପରେ ସେଠାରେ ଆହୁରି ଗୁପ୍ତଧନ ରହିଥିବା ଅନୁମାନ କରାଯାଉଛି । ଏହି ପରିପ୍ରେକ୍ଷୀରେ ପ୍ରଶାସନ ପକ୍ଷରୁ ପୁରୀର ବହୁ ପୁରାତନ ତଥା ଧନୀ ମଠରୁ ଅନ୍ୟତମ ଏମାର ମଠ ଖୋଳା କାର୍ଯ୍ୟ ଆରମ୍ଭ ହୋଇଛି । ମାଟିତଳେ ଗୁପ୍ତଧନ ଥିବା ଅନୁମାନ କରାଯାଇ ପୁଣି ଥରେ ହଜାର ବର୍ଷ ତଳର ଏହି ମଠକୁ ଖୋଳାଯାଉଛି…

Read More

ବ୍ରିଗେଡିୟର୍ ଭିଗ୍ନେଶ ମହାନ୍ତିଙ୍କ ଛତିଶଗଡ ଏବଂ ଓଡିଶା ସବ୍ ଏରିଆ କମାଣ୍ଡର ଭାବେ ଦାୟିତ୍ୱ ଗ୍ରହଣ

ବ୍ରିଗେଡିୟର୍ ଭିଗ୍ନେଶ ମହାନ୍ତିଙ୍କ ଛତିଶଗଡ ଏବଂ ଓଡିଶା ସବ୍ ଏରିଆ କମାଣ୍ଡର ଭାବେ ଦାୟିତ୍ୱ ଗ୍ରହଣ ଭୁବନେଶ୍ୱର(ଏନ୍‌.ଏମ୍‌.): ବ୍ରିଗେଡିୟର୍ ଭିଗ୍ନେଶ ମହାନ୍ତି, ସେନା ପଦକ, ଛତିଶଗଡ ଏବଂ ଓଡିଶା ସବ୍ ଏରିଆ (ସିଓଏସଏ)ର କମାଣ୍ଡର ଭାବରେ ବ୍ରିଗେଡିୟର୍ ପ୍ରଶାନ୍ତ ଚୌହାନ୍‌, ସେନା ପଦକଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ସବ୍ ଏରିଆ କମାଣ୍ଡର ବ୍ରିଗେଡିୟର୍ ଚୌହାନ୍ ରାଜ୍ୟ ସରକାରଙ୍କ ସହ ଏକ ଉତ୍ତମ ବ୍ୟବସାୟିକ ସମ୍ପର୍କ ବିକାଶ ତଥା ଛତିଶଗଡ ଏବଂ ଓଡ଼ିଶା ରାଜ୍ୟରେ…

Read More

ଓଡ଼ିଶା ହାଇକୋର୍ଟରେ ଯୋଗଦେବେ ୪ଜଣ ନୂତନ ବିଚାରପତି

ଓଡ଼ିଶା ହାଇକୋର୍ଟରେ ଯୋଗଦେବେ ୪ଜଣ ନୂତନ ବିଚାରପତି କଟକ(ଏନ୍‌.ଏମ୍‌.): ଓଡ଼ିଶା ହାଇକୋର୍ଟରେ ଯୋଗଦେବେ ୪ଜଣ ନୂତନ ବିଚାରପତି । ଏ ନେଇ ଆଜି ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ଘୋଷଣା କରାଯାଇଛି । ୪ଜଣ ବରିଷ୍ଠ ଆଇନଜୀବୀଙ୍କୁ ବିଚାପତି ଭାବେ ନିଯୁକ୍ତି ଦିଆଯିବା ପାଇଁ ଯାଇଥିବା ପ୍ରସ୍ତାବକୁ କଲେଜିୟମରୁ ଅନୁମୋଦନ ମିଳିଛି । ତେବେ ପ୍ରକାଶିତ ୪ଜଣଙ୍କ ନାମ ମଧ୍ୟରେ ଭି. ନରସିଂହ, ସଞ୍ଜୟ କୁମାର ମିଶ୍ର, ବିରଜା ପ୍ରସନ୍ନ ଶତପଥୀ, ଶ୍ରୀରମଣ ମୁରହରି ଓରଫ ଏମ.ଏମ. ରମଣ…

Read More

ଚାଇଲଡ ଆଣ୍ଡ ଉଇମେନ ଡେଭଲପମେଣ୍ଟ ସୋସାଇଟିର ଲୋଗୋ ଉନ୍ମୋଚିତ ନିଜକୁ ଅନ୍ୟ ଭିତରେ ଅନୁଭବିବା ହିଁ ଆଧ୍ୟାତ୍ମିକତା: ରାଜ୍ୟପାଳ ଭୁବନେଶ୍ୱର(ଏନ୍‌.ଏମ୍‌.): ପ୍ରତ୍ୟେକ ମଣିଷ ଇଶ୍ୱରଙ୍କ ଅଂଶବିଶେଷ ଏବଂ ଏହି ଚେତନାର ବ୍ୟାପକ ପ୍ରସାର ହେବା ଦରକାର । ନିଜକୁ ଅନ୍ୟ ଭିତରେ ଅନୁଭବ କରିବା ହିଁ ଆଧ୍ୟାତ୍ମିକତା । ଅନ୍ୟର ସେବାରେ ଯେଉଁ ଆନନ୍ଦ ମିଳେ ତା’ର ବିକଳ୍ପ ନାହିଁ । ଜନତାର ସେବା ହିଁ ଜଗନ୍ନାଥଙ୍କ ସେବା ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରକାଶ…

Read More

ଫେବୃୟାରୀ୨୭ରେ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ଫେବୃୟାରୀ୨୭ରେ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା ଶତ ପ୍ରତିଶତ ଶିଶୁଙ୍କୁ ଟୀକାକରଣ କରାଯିବା ନେଇ ସହର ଟ୍ୟାକ୍ସ ଫୋର୍ସ ବୈଠକରେ ନିଷ୍ପତ୍ତି ଭୁବନେଶ୍ୱର(ଏନ୍‌.ଏମ୍‌.): ଫେବୃୟାରୀ ୨୭ ଦିନରେ ରେ ଶୂନରୁ ୫ ବର୍ଷର ଶିଶୁଙ୍କୁ ପଲ୍ସ ପୋଲିଓ ବୁନ୍ଦା ଟୀକାକରଣ ନେଇ ସହର ଟ୍ୟାକ୍ସ ଫୋର୍ସ ବୈଠକ ଆଜି ଅପରାହ୍ଣରେ ଭୁବନେଶ୍ୱର ମହାନଗର ନିଗମ କମିଶନର ଶ୍ରୀ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଆଭାସୀ ବ୍ୟବସ୍ଥା ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ସହରରେ ଶତ ପ୍ରତିଶତ ଶିଶୁଙ୍କୁ…

Read More

ଅଭିନେତ୍ରୀ ରଚନା ବାନାର୍ଜୀ ଏଥର ଅନୁଭବଙ୍କ ସହ କରିବେ ଦାଦାଗିରି ହୃଦୟରୁ

ଅଭିନେତ୍ରୀ ରଚନା ବାନାର୍ଜୀ ଏଥର ଅନୁଭବଙ୍କ ସହ କରିବେ ଦାଦାଗିରି ହୃଦୟରୁ ଭୁବନେଶ୍ୱର(ଏନ୍‌.ଏମ୍‌.): ଅଭିନେତା ଅନୁଭବଙ୍କ ଦାଦାଗିରି ଧିରେ ଧିରେ ଓଡ଼ିଆ ଦର୍ଶକଙ୍କ ହୃଦୟକୁ ଛୁଇଁ ସାରିଲାଣି । ପ୍ରଥମ ଖେଳିଲେ ଓଡିଆର ବିଭିନ୍ନ ସ୍ଥାନରୁ ବଛା ବଛା ଦର୍ଶକ । ତାପରେ ଜୀ ସାର୍ଥକର ଲୋକପ୍ରିୟ ଧାରାବାହିକ “ଝିଲି’ ଓ “ବିଜୟିନୀ’ର ମୁଖ୍ୟ କଳାକାର । ଆଉ ଏଥର ଚିର ପରିଚିତ ଓଡିଶା ବାସୀଙ୍କ ହୃଦୟର ରାଣୀ ଅଭିନେତ୍ରୀ ରଚନା ବାନାର୍ଜି । ନିଜର ସୁପରହିଟ୍…

Read More

କର୍କଟ ରୋଗର ଲକ୍ଷଣ, କାରଣ ଓ ନିରାକରଣ ସମ୍ପର୍କରେ ବିଶ୍ୱ ପ୍ରସିଦ୍ଧ ଇମ୍ୟୁନୋଥେରାପି ଡାକ୍ତର ଜମାଲ ଏ ଖାନ୍‌ଙ୍କ ସୂଚନା

କର୍କଟ ରୋଗର ଲକ୍ଷଣ, କାରଣ ଓ ନିରାକରଣ ସମ୍ପର୍କରେ ବିଶ୍ୱ ପ୍ରସିଦ୍ଧ ଇମ୍ୟୁନୋଥେରାପି ଡାକ୍ତର ଜମାଲ ଏ ଖାନ୍‌ଙ୍କ ସୂଚନା ଭୁବନେଶ୍ୱର(ଏନ୍‌.ଏମ୍‌.): ଭୁବନେଶ୍ୱରରେ ଏକ ସେମିନାରକୁ ସମ୍ବୋଧିତ କରି ବିଶ୍ୱ ପ୍ରସିଦ୍ଧ ଇମ୍ୟୁନୋଥେରାପି ଡାକ୍ତର ଜମାଲ ଏ ଖାନ କର୍କଟ ରୋଗର ଲକ୍ଷଣ, କାରଣ ଓ ନିରାକରଣ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଅଚାନକ ମୁଣ୍ଡ ବୁଲାଇବା, ବାନ୍ତି ହେବା, ପେଟ ଯନ୍ତ୍ରଣା ଓ ଦୃଷ୍ଟିଶକ୍ତିରେ ପରିବର୍ତ୍ତନ ଆଦି ସମସ୍ୟା ଆସିଲେ ଏହାକୁ…

Read More

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଳବୀ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଳବୀ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଭୁବନେଶ୍ୱର(ଏନ୍‌.ଏମ୍‌.): ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଭାରତର ସ୍ୱାଧୀନତା ସଂଗ୍ରାମର ସୁଦୀର୍ଘ ଇତିହାସରେ ଥିଲେ ଜଣେ ସଂକଳ୍ପବଦ୍ଧ, ସ୍ଥିର, ଅବିଚଳିତ ଏବଂ ଅତ୍ମପ୍ରତ୍ୟୟୀ ଯାତ୍ରୀ । କଟକରୁ ସୁଦୂର ବିଲାତ ଏବଂ ପୁନଃ ଭାରତ ଫେରି ସ୍ୱାଧୀନତା ସଂଗ୍ରାମର ମଙ୍ଗ ଧରିବାର ଦୁର୍ବାର ଯାତ୍ରାପଥ କେତେ ଯେ କଣ୍ଟକିତ ଥିଲା ତାହା ଅକଳନୀୟ । ଦେଶକୁ ସ୍ୱାଧୀନ କରିବାକୁ ନେତାଜୀଙ୍କର ଥିଲା ସ୍ୱତନ୍ତ୍ର…

Read More