ଆରପାରିରେ ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି
ଆରପାରିରେ ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ଭୁବନେଶ୍ୱର(ଏନ୍.ଏମ୍.): ଆରପାରିରେ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତି । ହୃଦଘାତରେ ତାଙ୍କର ପରଲୋକ ହୋଇଯାଇଛି । ହୃଦଘାତ ଯୋଗୁ ସେ ଝାରସୁଗୁଡ଼ାରେ ଏକ ଘରୋଇ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଆଜି ବିୟୋଗ ହୋଇଛି । ଆଜି ସନ୍ଧ୍ୟା ପ୍ରାୟ ୬ଟା ବେଳେ କିଶୋର ମହାନ୍ତି ଝାରସୁଗୁଡ଼ା ଜିଲ୍ଲା ବିଜେଡି ପାର୍ଟି ଅଫିସରେ…
