ଆଇନ ସେବା ଭବନ ଉଦ୍ଘାଟନ ସମାରୋହରେ ସୁପ୍ରିମ କୋର୍ଟ ପ୍ରଧାନ ବିଚାରପତି
ଆଇନ ସେବା ଭବନ ଉଦ୍ଘାଟନ ସମାରୋହରେ ସୁପ୍ରିମ କୋର୍ଟ ପ୍ରଧାନ ବିଚାରପତି ‘ବିଚାର ବ୍ୟବସ୍ଥା ପିପୁଲ ଫ୍ରେଣ୍ଡଲି ହେବା ଜରୁରୀ’ କଟକ(ଏନ୍.ଏମ୍.): ଦେଶ ସ୍ୱାଧୀନତାରେ ୭୪ବର୍ଷ ପରେ ବି’ ଅନେକ ଲୋକ ନ୍ୟାୟ ପାଇଁ କୋର୍ଟର ଦ୍ୱାରସ୍ଥ ହେବାକୁ ପସନ୍ଦ ନକରି…
