୩ଦିନ ପରେ ଡ୍ରାଇଭର ଆନ୍ଦୋଳନ ସ୍ଥଗିତ: ପ୍ରତିଶ୍ରୁତି ଅନୁଯାୟୀ ୯୦ଦିନ ସମୟ ଦେଲା ସଂଘ
୩ଦିନ ପରେ ଡ୍ରାଇଭର ଆନ୍ଦୋଳନ ସ୍ଥଗିତ: ପ୍ରତିଶ୍ରୁତି ଅନୁଯାୟୀ ୯୦ଦିନ ସମୟ ଦେଲା ସଂଘ #ଭୁବନେଶ୍ୱର(ଏନ୍.ଏମ୍.): ତିନିଦିନ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ପରେ ଆଜି ଡ୍ରାଇଭର ଆନ୍ଦୋଳନ ସ୍ଥଗିତ ରହିଛି । ମୁଖ୍ୟ ଶାସନ ସଚିବଙ୍କ ଅପିଲ ପରେ ଏହି ଆନ୍ଦୋଳନ ୯୦ଦିନ ପର୍ଯ୍ୟନ୍ତ ସ୍ଥଗିତ ରହିଥିବା ଡ୍ରାଇଭର ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଗତକାଲି ମୁଖ୍ୟ ଶାସନ ସଚିବ ୩ ମାସ ସମୟ ନେଇ ଲିଖିତ ପ୍ରତିଶ୍ରୁତି ଦେଇଥିଲେ…
