ବାଲିକୁଦାସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରର ଷଷ୍ଠ ବାର୍ଷିକ ଉତ୍ସବ
ବାଲିକୁଦାସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରର ଷଷ୍ଠ ବାର୍ଷିକ ଉତ୍ସବ #କଟକ(ଏନ୍.ଏମ୍.): ସ୍ଥାନୀୟ ବାଲିକୁଦାସ୍ଥିତ ଶ୍ରୀଶ୍ରୀ ଜଗନ୍ନାଥ ମନ୍ଦିରର ଷଷ୍ଠ ବାର୍ଷିକ ଉତ୍ସବ ମହାଆଡ଼ମ୍ବର ଭାବେ ପାଳିତ ହୋଇଯାଇଛି । ଗତ ଫେବୃୟାରୀ ୨୮ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ଉତ୍ସବ ପାଞ୍ଚ ଦିନ ଧରି ଅନୁଷ୍ଠିତ ହୋଇଥିଲା । ପଣ୍ଡିତ ରୁଦ୍ରନାରାୟଣ ଗାୟତ୍ରିପତିଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ର ଧାମ ପୁରୀରୁ ବହୁ ଅଭିଜ୍ଞ ବ୍ରାହ୍ମଣମାନେ ଯୋଗଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ । ମନ୍ଦିରର…
