ଶ୍ରୀରଙ୍ଗପୁର ଠାରେ ଜାତୀୟ କନ୍ୟା ସନ୍ତାନ ଦିବସ
ଶ୍ରୀରଙ୍ଗପୁର ଠାରେ ଜାତୀୟ କନ୍ୟା ସନ୍ତାନ ଦିବସ #ଆଠଗଡ଼(ଏନ୍.ଏମ୍.): ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ମେଘା ସେକ୍ଟରର ଅନନ୍ତପୁର ପଞ୍ଚାୟତର ଶ୍ରୀରଙ୍ଗପୁର ଠାରେ ମେଘା ସେକ୍ଟରର ସମୂହ ଗାଁ କଲ୍ୟାଣ ସମିତି ଆନୁକୂଲ୍ୟରେ ଜାତୀୟ କନ୍ୟା ସନ୍ତାନ ଦିବସ ଅନୁଷ୍ଠିତ ହୋଇଯାଇଛି । ମେଘା ସେକ୍ଟରର ବରିଷ୍ଠ ବହୁମୂଖୀ ସ୍ୱାସ୍ଥ୍ୟ ପରିଦର୍ଶକ ମହମ୍ମଦ୍ ଅସ୍ଲମ୍ଙ୍କ ସଂଯୋଜନାରେ ବ୍ରହ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସା ଅଧିକ୍ଷକ ଡାକ୍ତର ଦିଲ୍ଲୀପ ଦାସଙ୍କ ନିର୍ଦ୍ଦେଶରେ ଆୟୋଜିତ ଏହି ଦିବସରେ ଅବସରରେ ବ୍ରହ୍ମପୁର…
