ସରକାର ବନ୍ୟାର ସ୍ଥିତି ସମ୍ପର୍କରେ ସଜାଗ ଅଛନ୍ତି- ମନ୍ତ୍ରୀ ପ୍ରମିଳା ମଲ୍ଲିକ
ସରକାର ବନ୍ୟାର ସ୍ଥିତି ସମ୍ପର୍କରେ ସଜାଗ ଅଛନ୍ତି- ମନ୍ତ୍ରୀ ପ୍ରମିଳା ମଲ୍ଲିକ ଭୁବନେଶ୍ୱର(ଏନ୍.ଏମ୍.): ବର୍ତ୍ତମାନର ବନ୍ୟା ପରିସ୍ଥିତି ସମ୍ପର୍କରେ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସମୀକ୍ଷା କରିଥିଲେ । ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା, ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ଓ ଅନ୍ୟ ବରିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ । ବୈଠକରେ ବିଭିନ୍ନ ନଦୀର ଜଳସ୍ତର, ଆଗାମୀ ଲଘୁଚାପ ଓ ଏହାର ପ୍ରଭାବ ସମ୍ପର୍କରେ…
