ଆଶାକର୍ମୀ, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ବାର୍ଷିକ ସମ୍ମିଳନୀ
ଆଶାକର୍ମୀ, ଗାଁ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ବାର୍ଷିକ ସମ୍ମିଳନୀ କୋଣାର୍କ (ଏନ୍.ଏମ୍.): ଜିଲ୍ଲାସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି ଏବଂ ମହିଳା ଆରୋଗ୍ୟ ସମିତିର ବାର୍ଷିକ ସମ୍ମିଳନୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ପରିସ୍ଥିତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଆଶାକର୍ମୀମାନଙ୍କ କାର୍ଯ୍ୟର ଭୂୟସୀ ପ୍ରଶଂସା କରିଥିଲେ । ମହାମାରୀ କରୋନା ସମୟରେ ସମସ୍ତେ ସୁରକ୍ଷିତ ରହିବାକୁ ଉଦ୍ୟମ କରୁଥିବାବେଳେ…
