ରାଣୀହାଟ ଉଚ୍ଚ ବିଦ୍ୟାଳୟରେ ଅତ୍ୟାଧୁନିକ ପାଠାଗାର ଉଦ୍ଘାଟିତ
ରାଣୀହାଟ ଉଚ୍ଚ ବିଦ୍ୟାଳୟରେ ଅତ୍ୟାଧୁନିକ ପାଠାଗାର ଉଦ୍ଘାଟିତ କଟକ(ଏନ୍.ଏମ୍.): ରାଜ୍ୟ ସରକାରଙ୍କ ‘ମୋ ସ୍କୁଲ୍’ ଅଭିଯାନ ମାଧ୍ୟମରେ କଟକସ୍ଥିତ ରାଣୀହାଟ ଉଚ୍ଚ ବିଦ୍ୟାଳୟରେ ଏକ ଅତ୍ୟାଧୁନିକ ପାଠାଗାରର ନିର୍ମାଣ କରାଯାଇଛି । ଆଜି ‘ମୋ ସ୍କୁଲ୍ ଅଭିଯାନ’ ଅଧ୍ୟକ୍ଷା ସୁସ୍ମିତା ବାଗ୍ଚୀ ଏହି ପାଠାଗାରକୁ ଉଦ୍ଘାଟନ କରିବା ସହ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ରାଜ୍ୟର ଏହି ପୁରାତନ ବିଦ୍ୟାଳୟରେ ପୂର୍ବରୁ ରହିଥିବା ଅବ୍ୟବହୃତ ପାଠାଗାରକୁ ମୋ ସ୍କୁଲ୍ ଅଭିଯାନ ମାଧ୍ୟମରେ ନୂତନ ରୂପ ଦିଆଯାଇ…
