କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ
କଟକରେ କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୩ ଗିରଫ ୫ ମାସରେ ଜବତ ହେଲାଣିି ୩ କିଲୋଗ୍ରାମ୍ ବ୍ରାଉନ ସୁଗାର ଓ ୨୪ ଗିରଫ କଟକ(ଏନ୍.ଏମ୍.): କଟକ ଜିଲ୍ଲାରରେ ଏବେ ବାଉନସୁଗାର କାରବାର ବେଶ ବୃଦ୍ଧି ପାଇଛି । ଏପରିକି ସନ୍ଧ୍ୟା ହେଲେ ସହରର ଅନ୍ଧାରୁଆ ଗଳି ଓ ନଦୀ କୂଳରେ ଏହି କାରବାର ଅଧିକ ହେଉଥିବା ଜଣାପଡ଼ିଛି । ବ୍ରାଉନସୁଗାର କାରବାର ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଗତ କାଲି ମଧୁପାଟଣା ଥାନା ଅନ୍ତର୍ଗତ ଆମ୍ବ…
