କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା ଅଭିଯୋଗ: ସିଏମସି ଏନଫୋର୍ସମେଣ୍ଟ ଟିମର ଅଚାନକ ଚଢ଼ାଉ
କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା ଅଭିଯୋଗ: ସିଏମସି ଏନଫୋର୍ସମେଣ୍ଟ ଟିମର ଅଚାନକ ଚଢ଼ାଉ କଟକ (ଏନ୍.ଏମ୍.): କଟକ ସହରରେ ରହିଥିବା ବିଭିନ୍ନ କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା ସମ୍ପର୍କରେ ଅଭିଯୋଗ ଆସିବା ପରେ ଆଜି ସିଏମସି ଏନଫୋର୍ସମେଣ୍ଟ ଟିମ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି । କୋଭିଡ ହସ୍ପିଟାଲରେ ରୋଗୀ ତଥା ସେମାନଙ୍କ ପରିବାର ଲୋକେ ଏଭଳି ଅସୁବିଧାର ସମ୍ମୁଖୀନ ହେବା ପରେ ଅନେକ ସମୟରେ କୋଭିଡ ପରିଚାଳନାକୁ ନେଇ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତି କରି ସିଏମସି…
