ସଫେଇ କର୍ମଚାରୀ, ବିଦ୍ୟୁତ୍ କର୍ମଚାରୀ ଓ ବ୍ରାହ୍ମଣ ମାନଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଲେ ସାଂସଦ
ସଫେଇ କର୍ମଚାରୀ, ବିଦ୍ୟୁତ୍ କର୍ମଚାରୀ ଓ ବ୍ରାହ୍ମଣ ମାନଙ୍କୁ ଶୁଖିଲା ଖାଦ୍ୟ ବାଣ୍ଟିଲେ ସାଂସଦ କଟକ(ଏନ୍.ଏମ୍.): ବାରବାଟୀ କଟକ ନିର୍ବାଚନ ମଣ୍ଡଳୀର ୱାର୍ଡ ନମ୍ବର ୨୦ରେ ସଭାପତି ଜଗନ୍ନାଥ ସ୍ୱାଇଁଙ୍କ ନେତୃତୁରେ ସଫେଇ କର୍ମଚାରୀ, ବିଦ୍ୟୁତ୍ କର୍ମଚାରୀ, ଏବଂ ମନ୍ଦିର ପୁଝାରୀମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଗଲା ।…