ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା
ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା #ଭୁବନେଶ୍ୱର(ଏନ୍.ଏମ୍.): ୨୦୨୪ ଅର୍ଥାତ ଆସନ୍ତା ବର୍ଷ ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବାକୁ ଥିବା ଏହି ପରୀକ୍ଷା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦିଆଯାଇଛି । ତେବେ ଏ ନେଇ କାର୍ଯ୍ୟସୂଚୀ ମଧ୍ୟ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,…
